www.samajalive.in
Monday, December 15, 2025
26.1 C
Bhubaneswar

ବଜ୍ରପାତ ନେଲା ୫ ଜୀବନ

କଟକ: ରାଜ୍ୟର ପୃଥକ ପୃଥକ ସ୍ଥାନରେ ବଜ୍ରପାତ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି । ପାଟଣାଗଡ ବେଲପଡା ଓଡିଙ୍ଗାରେ ବଜ୍ରପାତରେ ୨ ନାବାଳକଙ୍କ ମୃତ୍ୟୁ ଘଟିଛି । ଆମ୍ବ ତୋଟାକୁ ଆମ୍ବ ତୋଳିବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଦୁଇ ନାବାଳକ ଟଳି ପଡିଥିଲେ । ସେହିପରି ଟିଟିଲାଗଡ ବାଙ୍ଗେଲ ଗାଁରେ ବଜ୍ରପାତରେ ଜଣେ ଯୁବକଙ୍କ ପ୍ରାଣହାନି ଘଟିଛି ।

ବଜ୍ରପାତରେ ରାଉରକେଲା କାଲସିରିଆ ଗାଁରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ନୂଆପଡା ଜିଲା ଖଡିଆଳ ଥାନା ଅନ୍ତର୍ଗତ ସାନମହେଶ୍ବର ଗାଁରେ ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories