www.samajalive.in
Friday, December 5, 2025
23.1 C
Bhubaneswar

ବରଯାତ୍ରୀ କାର୍‌ ଚକ ଫାଟି ଦୁର୍ଘଟଣାଗ୍ରସ୍ତ, ୫ ମୃତ

ଆଗ୍ରା: ବରଯାତ୍ରୀ ଯାଉଥିବା ଏକ କାର୍‌ ଚକ ଫାଟି ଦୁର୍ଘଟଣାଗ୍ରସ୍ତ ହେବାରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ଉତ୍ତରପ୍ରଦେଶର ଆଗ୍ରାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମଧ୍ୟରେ ବରର ଭାଇ ରହିଛନ୍ତି।

ସୂଚନା ଅନୁସାରେ, ଉତ୍ତରପ୍ରଦେଶର ଆଗ୍ରା ଅନ୍ତର୍ଗତ କୁବେରପୁର ନିକଟ ଏକ୍ସପ୍ରେସ୍‌ୱେରେ ଦ୍ରୁତଗତିରେ ଯାଉଥିବା ଏକ ବରଯାତ୍ରୀ କାର୍‌ର ଚକ ଫାଟିଯିବାରୁ ଗାଡ଼ିଟି ଓଲଟି ପଡ଼ିଥିଲା। ଗାଡ଼ିରେ ଥିବା ୮ ଜଣଙ୍କ ମଧ୍ୟରୁ ୫ ଜଣ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ଅନ୍ର ୩ ଗୁରୁତରଙ୍କୁ ପୁଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ଗାଡ଼ିଟି ଗ୍ରେଟର ନଏଡ଼ାରୁ ଦେବରିଆ ଅଞ୍ଚଳକୁ ଯାଉଥିବା ଜଣାପଡ଼ିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories