www.samajalive.in
Tuesday, December 9, 2025
16.1 C
Bhubaneswar

ବଜ୍ରାଘାତରେ ୫ ମୃତ, ୪ ଗୁରୁତର

ଭୁବନେଶ୍ବର: ପୃଥକ ପୃଥକ ସ୍ଥାନରେ ବଜ୍ରାଘାତରେ ୫ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ଜଣ ଗୁରୁତର ହୋଇଛନ୍ତି। ବଜ୍ରାଘାତ ଯୋଗୁଁ କରଞ୍ଜିଆ କୋଇଲିପାଳ ଗାଁରେ ଝିଅ ମୃତ୍ୟୁ ହୋଇଥିବାବେଳେ ବାପା ଗୁରୁତର ହୋଇଛନ୍ତି। ସେହିପରି କାମାକ୍ଷାନଗର ବାଘୁଆ ଗାଁରେ ବଜ୍ରପାତରେ ଫାଇନାନ୍ସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି ଏବଂ ଏଥିରେ ୨ଜଣ ମହିଳା ଗୁରୁତର ଭାବେ ଆହତ ହୋଇଛନ୍ତି।

ଖଡ଼ିଆଳ କିରିକିଟା ଗାଁରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବାବେଳେ ସେହି ଗାଁର ଆଉ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଖଣ୍ଡପଡ଼ା ଦୌଡ଼ପାଟଣା ଗାଁରେ ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ କେନ୍ଦୁଝର ସଦର ବ୍ଲକ ଗୁମୁରା ଗାଁରେ ଜଣେ ଗାଈ ଚରାଳୀ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories