www.samajalive.in
Monday, December 8, 2025
27.1 C
Bhubaneswar

ସନ୍ଧ୍ୟା ୫ଟା ମୁଖ୍ୟ ଖବର

ମହାନଦୀରେ ଆସିପାରେ ଛୋଟ ବା ମଧ୍ୟମ ଧରଣର ବନ୍ୟା – ଏସଆରସି

ଉତ୍ତରାଖଣ୍ଡର ରାଜ୍ୟପାଳ ଭାବେ ଶପଥ ନେଲେ ଲେଫଟନାଣ୍ଟ ଜେନେରାଲ ଗୁରମିତ ସିଂହ

- Advertisement -

ପାଣି ଘେରରେ ଶତାଧିକ କଲେଜ, +୨ ଓ +୩ ନାମଲେଖା ବାଧାପ୍ରାପ୍ତ

ଦୂରସଂଚାର କମ୍ପାନୀଗୁଡିକ ପାଇଁ ରିଲିଫ ପ୍ୟାକେଜକୁ କ୍ୟାବିନେଟ ମଞ୍ଜୁରୀ

୧୦ ଫୁଟ ଉଚ୍ଚର ପଥର; ତା’ ଉପରେ ଅଟକି ରହିଛି ବୋଟ୍‍

ଝାଡଖଣ୍ଡର ରାମଗଡ ଜିଲାରେ ବସ-କାର ଧକ୍କା ପରେ ନିଆଁ ଲାଗି ୫ ଜୀବନ୍ତ ଦଗ୍ଧ ; ଅନେକ ଆହତ

ସେପ୍ଟେମ୍ବର ୨୬ରେ ଡାଲହ୍ରଦ ଉପରେ ବାୟୁସେନାର ଏୟାର ସୋ

ଉପରେ ମୁଣ୍ଡରେ ବର୍ଷା : ହୀରାକୁଦରେ ୧୨ଟି ଗେଟ୍‍ ଦେଇ ହେଉଛି ଜଳ ନିଷ୍କାସନ

ମଙ୍ଗଳ ଗ୍ରହରେ ଘର କରିବାକୁ ନୂଆ କସମିକ କଂକ୍ରିଟର ବିକାଶ

ପାକ ସମର୍ଥିତ ଖଲିସ୍ତାନି ଆତଙ୍କି ଗୋଷ୍ଠୀ ଆମେରିକାରେ ବଳ ଜୁଟାଉଛନ୍ତି-ରିପୋର୍ଟ

ଆଫଗାନିସ୍ତାନକୁ ନେଇ ଦୋମୁହାଁ ନୀତି ପାଇଁ ପାକିସ୍ତାନ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିକଲେ ଆମେରିକୀୟ ସାଂସଦ

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୫୭ କରୋନା ସଂକ୍ରମିତ ; ଶୂନ୍ୟରୁ ୧୮ ମଧ୍ୟରେ ୭୩,ସଙ୍ଗରୋଧରୁ ୨୬୫,ସ୍ଥାନୀୟ ୧୯୨

ଶୂନ୍ୟରୁ ୧୮ ମଧ୍ୟରେ ୭୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୨୬୫,ସ୍ଥାନୀୟ ୧୯୨ ଚିହ୍ନଟ
ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦,୧୭,୭୧୮କୁ ବୃଦ୍ଧି

୧୦,୦୩,୬୦୩ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫,୯୪୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

୨୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫, ବାଲେଶ୍ୱର ୨୮, ବରଗଡ ୪, ଭଦ୍ରକ ୧୦, ବଲାଙ୍ଗୀର ୧, କଟକ ୪୪, ଦେଓଗଡ ୩

ଢେଙ୍କାନାଳ ୧, ଗଜପତି ୩, ଗଞ୍ଜାମ ୮, ଜଗତସିଂହପୁର ୧୦, ଯାଜପୁର ୧୮, ଝାରସୁଗୁଡା ୨, କଳାହାଣ୍ଡି ୧, କେନ୍ଦ୍ରାପଡା ୩, କେନ୍ଦୁଝର ୩, ଖୋର୍ଦ୍ଧା ୨୦୭

କୋରାପୁଟ ୪, ମାଲକାନଗିରି ୧, ମୟୁରଭଞ୍ଜ ୧୯, ନବରଙ୍ଗପୁର ୪, ନୟାଗଡ ୪, ପୁରୀ ୭, ରାୟଗଡା ୭, ସମ୍ବଲପୁର ୩, ସୁନ୍ଦରଗଡ ୧୦, ଷ୍ଟେଟ ପୁଲରୁ ୪୭

ଦେଶରେ ୨୪ ଘଣ୍ଟାରେ ଆଉ ୨୭ ହଜାର ୧୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୧୬,୭୫୫

ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୮୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୩,୪୯୭

ଦିନକରେ ଆଉ ୩୮,୦୧୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୨୫,୨୨,୧୭୧ ସୁସ୍ଥ
୩,୫୧,୦୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

୨୪ ଘଣ୍ଟାରେ ଆଉ ୬୧,୧୫,୬୯୦ ଟିକା ନେଇଥିବା ବେଳେ ମୋଟ ୭୫,୮୯,୧୨,୨୭୭ ଟିକା ନେଇ ସାରିଛନ୍ତି

ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩,କଟକରୁ ୨, ଯାଜପୁରର ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୧୧୪

ବ୍ରାହ୍ମଣୀ ନଦୀରେ ମାଟିଆପଡା ନିକଟରେ ୨ଟି ଘାଇ ; ସାହୁପଡା ଓ ଧାରପୁର ପଞ୍ଚାୟତର ବ୍ୟାପକ ଅଞ୍ଚଳ ଜଳମଗ୍ନ, ଘାଇ ଯୋଗୁଁ ଏକାଧିକ ପଞ୍ଚାୟତ ଜଳାର୍ଣ୍ଣବ

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories