www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି, ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ, ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା‌ବେଳେ ଅନ୍ୟ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ..

କଟକରେ ଅଘଟଣ, କାଠଯୋଡିରେ ବୁଡି ଦୁଇ ନାବାଳକ ମୃତ,ପୁରୀଘାଟ ଥାନା ପାଖରେ ଗାଧୋଇବାବେଳେ ଏଭଳି ଅଘଟଣ ଘଟିଛି..

ଆଉ ୩ ଦିନ ପରେ ଶନି, ରାହୁ ଓ କେତୁଙ୍କ ଓଲଟା ଚଳନ ପୁଣି ଦୁର୍ଲ୍ଲଭ ଯୋଗ; ଏହି ୪ ରାଶିଙ୍କୁ ମିଳିବ ବଡ ଖୁସି,ହେବ ଧନର ବର୍ଷା..

- Advertisement -

ଆଗକୁ ବହି ଖାତା ଖୋଲି ପରୀକ୍ଷା ଦେବେ ନବମ ଶ୍ରେଣୀ ଛାତ୍ରଛାତ୍ରୀ, ଆସନ୍ତା ବର୍ଷଠାରୁ ‘ଓପନ ବୁକ୍‍ ଏକଜାମ୍‍’ ବ୍ୟବସ୍ଥା ଲାଗୁ କରିବ ସିବିଏସ୍ଇ୍, ଛାତ୍ରଛାତ୍ରୀମାନେ ଏଣିକି ହଲ ଭିତରକୁ ନେଇପାରିବେ ବହି ଓ କ୍ଲାସ୍‍ ନୋଟ୍‍..

ବରଗଡ ଗାଇସିଲଟ ବ୍ଲକରେ ୮ମ ଶ୍ରେଣୀ ଛାତ୍ରୀ ଆତ୍ମାହୁତି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଛାତ୍ରୀଙ୍କ ବିୟୋଗରେ ଶୋକ ସନ୍ତପ୍ତ ପରିବାରକୁ ଆଶ୍ଵାସନା ଦେବା ସହ କହିଛନ୍ତି ଝିଅମାନେ ନିଜକୁ ଜାଳି ଜୀବନ ହାରିବା ଅତ୍ୟନ୍ତ ଦୁଃଖଦାୟକ..

ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ, ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ବେଳେ ସବୁ ବିଭାଗର ସଚିବଙ୍କୁ ତାଗିଦ୍‍ କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସବୁ ଅଫିସରେ ଏଆଇ କ୍ୟାମେରା ଲଗାଇବା, ନିର୍ଦ୍ଧାରିତ ସମୟରେ ଅଫିସ ଆସିବା, ଭଲ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବା ଆଦି ଦିଗ ଉପରେ ଫୋକସ୍‍ ଦେବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ..

ରିଲିଜ୍‌ ହେଲା ‘ପରମ ସୁନ୍ଦରୀ’ର ଟ୍ରେଲର

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories