www.samajalive.in
Wednesday, December 10, 2025
26.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ବ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା ଘଟଣା, ସିଂହଦ୍ଵାର ଥାନାରେ ସନ୍ଦିଗ୍ଧ ଅଟକ, ସନ୍ଦିଗ୍ଧ ବ୍ୟକ୍ତି ଜଣକ ନୂଆଗାଁ ଥାନା ଗଡିଶାଗଦାର ରଘୁନାଥ ସାହୁ, ଶ୍ରୀମନ୍ଦିର ପରିକ୍ରମା ମାର୍ଗ ବାଲି ସାହି ପ୍ରବେଶ ପଥ ଠିକ୍ ଡାହାଣ ପଟେ ଥିବା ବୁଢ଼ୀ ମା ଠାକୁରାଣୀଙ୍କ କାନ୍ଥରେ ଧମକପୂର୍ଣ୍ଣ ଲେଖା ଯାଇଥିଲା..

୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର, ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସୂଚନା..
ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା ପାଇଁ ନିର୍ଦ୍ଦେଶାଳୟ ହେବ, ସମବାୟ ବିଭାଗ ପକ୍ଷରୁ ୩୮ଟି ମଣ୍ଡିକୁ ମଡେଲ ମଣ୍ଡି କରାଯିବ..
ଆଉ ୮ଟି ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ହେବ, ସମ୍ବଲପୁରରେ ୨୪ ଘଣ୍ଟିଆ ପାଣି ପ୍ରକଳ୍ପକୁ ମଧ୍ୟ ଅନୁମୋଦନ ମିଳିଛି..

ଏହି ୫ ରାଶି ପାଇଁ ବଡ ଖୁସି ନେଇ ଆସୁଛି ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ମିଳିବ ଧନ ସହ ଚାକିରି..

- Advertisement -

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର କରିଛନ୍ତି ଶୁଭାରମ୍ଭ..

ଭିଜିଲାନ୍ସ ଜାଲରେ ମୁନିଗୁଡା ହସ୍ପିଟାଲର ପୁରୁଷ ସ୍ଵାସ୍ଥ୍ୟ କର୍ମୀ, ଲାଞ୍ଚ ନେବାବେଳେ ସ୍ଵାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି, ଜନ୍ମଗତ ପ୍ରମାଣ ପତ୍ର ପାଇଁ ସେ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲେ..

ଓଡିଶା ରାଜସ୍ୱ ଅମଲା ସଂଘକୁ ଆନ୍ଦୋଳନରୁ ଓହରିବାକୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କରିଛନ୍ତି ଅପିଲ୍‌, ଆନ୍ଦୋଳନରୁ ନଓହରିଲେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି, ବିନା ସ୍ୱୀକୃତିରେ ଛୁଟିରେ ରହିଲେ ଦରମା ବନ୍ଦ ହେବ..

ବଢିଲା ଅଡୁଆ ; ଇଡି ଅଫିସ୍‌ରେ ସୁରେଶ ରାଇନା

 

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories