www.samajalive.in
Saturday, December 6, 2025
16.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗ୍ରହଣ, ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ, ସଂସଦ ଭବନରେ ପ୍ରଥମେ ଭୋଟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସନ୍ଧ୍ୟା ୬ଟାରେ ଭୋଟ୍‍ ଗଣତି ପରେ ଫଳାଫଳ କରାଯିବ ଘୋଷଣା..

ନେପାଳରେ ପ୍ରବଳ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ଓଲି ଇସ୍ତଫା ଦେଲେ..

- Advertisement -

ଜଳୁଛି ନେପାଳ; ପ୍ରଧାନମନ୍ତ୍ରୀଙ୍କ ଘର ଜାଳି ଦେଲେ ବିକ୍ଷୋଭକାରୀ..

ଅଶାନ୍ତ ନେପାଳ.. ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ, ଭାରତ-ନେପାଳ ସୀମାରେ ହାଇ ଆଲର୍ଟ..

ବାଣୀ ବିହାରରେ କୁଳପତିଙ୍କୁ ଘେରିଲେ ଛାତ୍ରଛାତ୍ରୀ
ବସ୍ତି ଓ କ୍ୱାଟର୍ସ ଖାଲି କରିବାକୁ ଦାବି କଲେ..

୧୫ ସେପ୍ଟେମ୍ବରରେ ଦୁର୍ଲ୍ଲଭ ରାଜଯୋଗ; ଏହି ୪ ରାଶିଙ୍କ ଖୋଲିଯିବ ଭାଗ୍ୟ, ଖାଲି ହେବ ଧନର ବର୍ଷା

ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ, ବିଜୁ ସ୍ବାଭିମାନ ମଞ୍ଚ ଗଠନ ନେଇ ଦେଲେ ସୂଚନା..

ଭାଙ୍ଗିଲା ସବୁ ରେକର୍ଡ, କିଛି ଦିନ ପୂର୍ବରୁ ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ ମଙ୍ଗଳବାର ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧ ଲକ୍ଷ ଟଙ୍କା ଅତିକ୍ରମ କରିଛି..

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି,ପ୍ରଭାବରେ ମଙ୍ଗଳବାରଠାରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଛି ସୂଚନା..

ଅଶାନ୍ତ ନେପାଳ.. ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ, ଭାରତ-ନେପାଳ ସୀମାରେ ହାଇ ଆଲର୍ଟ

 

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories