ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା, ଗିରଫ ହୋଇଥିବା ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ନିଲମ୍ବିତ, କଳାହାଣ୍ଡି ଜିଲା ଭେଜିପଦର ହାଇସ୍କୁଲର ପ୍ରଧାନ ଶିକ୍ଷକ ଥିଲେ ପ୍ରଶାନ୍ତ..
ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ୍ କ୍ୟାମେରା ଯୁକ୍ତ ଚଷମା
ପଶ୍ଚିମ ଦ୍ୱାର ନିକଟରୁ ଧରାପଡ଼ିଲା ହିଡେନ୍ କ୍ୟାମେରା..
ଶ୍ରୀମନ୍ଦିରେ ବାରମ୍ବର ହିଡେନ୍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍ କ୍ୟାମେରା ନେଇ ଭକ୍ତମାନେ ପ୍ରବେଶ କରୁଥିବାରୁ ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି..
ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା,ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର, ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି, ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି..
ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ, RML ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ, ଅବସ୍ଥା ଗୁରୁତର ଥିବାରୁ ICUରେ ଭର୍ତ୍ତି ହୋଇଥିଲେ..
ଲଞ୍ଚ ହେଲା ଭିଭୋର ଏହି ଜବରଦସ୍ତ ଫୋନ୍; ପାଣିରେ ବୁଡିଲେ ହେବନି ଖରାପ..
ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବା ସମ୍ଭାବନା, ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଦିନେ, ଦୁଇ ଦିନ ବର୍ଷା ହୋଇପାରେ..
ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି, ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି, ଆଗାମୀ ତିନି ଦିନ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବୃଷ୍ଟିପାତ ହୋଇପାରେ..
ଆଉ ଅଳ୍ପ ଦିନ.. ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ଏହି ୩ ରାଶିଙ୍କୁ ମିଳିବ ବଡ ଲାଭ, ହେବ ବିବାହ, ଚମକିବ ଭାଗ୍ୟ..
ଦେଖନ୍ତୁ ଭୟଙ୍କର ଦୃଶ୍ୟ.. ଉତ୍ତରକାଶୀରେ ପ୍ରକୃତିର ତାଣ୍ଡବ ; ବାଦଲଫଟା ବର୍ଷା, ଭୂସ୍ଖଳନ ପରେ ମାଡି ଆସିଲା ପାଣି



