www.samajalive.in
Monday, December 8, 2025
14.1 C
Bhubaneswar

ସନ୍ଧ୍ୟା ୫ଟା ମୁଖ୍ୟ ଖବର

ବଡ଼ ଖବର :

# ସମାଜସେବା ହିଁ ରାଷ୍ଟ୍ରପିତା ମହାତ୍ମାଗାନ୍ଧିଙ୍କ ୧୫୦ତମ ଜୟନ୍ତୀରେ ତାଙ୍କ ପ୍ରତି ହେବ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ’ମନ କୀ ବାତ୍’ ରେ ମୋଦୀଙ୍କ ଆହ୍ୱାନ

-ଆସନ୍ତାମାସ ୧୧ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହେବ “ପ୍ଲାଷ୍ଟିକ୍‍ ମୁକ୍ତ ଭାରତ” ଅଭିଯାନ,ସହଯୋଗ କରିବାକୁ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ୱାନ ଜଣାଇଛନ୍ତି।

- Advertisement -

– ଜାତୀୟ କ୍ରୀଡ଼ା ଦିବସ ଅବସରରେ ଆସନ୍ତା ଗୁରୁବାରଠାରୁ ଆରମ୍ଭ ହେବ’ ଫିଟ୍‍ ଇଣ୍ଡିଆ ଅଭିଯାନ’

# ଜି-୭ ଶିଖର ସମ୍ମିଳନୀରେ ଯୋଗଦେବାପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫ୍ରାନ୍‍ସ ଯାତ୍ରା ।

# ଆଜି ଅପରାହ୍ଣରେ ଦିଲ୍ଲୀର ନିଗମବୋଧ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବରିଷ୍ଠ ବିଜେପି ନେତା ଅରୁଣ ଜେଟ୍‍ଲୀଙ୍କ ଶେଷକୃତ୍ୟ ସମ୍ପନ୍ନ

# ଜାମ୍ମୁ-କାଶ୍ମୀରରୁ  ଧାରା ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନର ରାଷ୍ଟ୍ରପତି ଆରଫ ଆଲଭି ଚେତାବନୀ ଦେଇ କହିଛନ୍ତି, ଭାରତ ଧାରା ୩୭୦ ଉଚ୍ଛେଦ କରି ନିଆଁ ସହିତ ଖେଳ ଖେଳୁଛି 

# ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୪ ଜଣଙ୍କର ମୃତ୍ୟୁ ଘଟିଛି।

# ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ଜିଲାରେ ସ୍ୱଳ୍ପ ଓ ଅନ୍ୟ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

ଆଞ୍ଚଳିକ:

# ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୪ ଜଣଙ୍କର ମୃତ୍ୟୁ ଘଟିଛି।

# ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ କଟଙ୍ଗିଡିହି ଗ୍ରାମରେ ଏକ ଦନ୍ତାହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି

# ଗୋଟିଏ ଘଣ୍ଟାରେ ଏକଲକ୍ଷ ଚାରା ରୋପଣ କରି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଆଜି ଏକ ରେକର୍ଡ ସୃଷ୍ଟି କରିପାରିଛି। ବିଚାର ବିଭାଗ, ଜଙ୍ଗଲ ବିଭାଗ ଓ ସାମାଜିକ-ସ୍ୱେଚ୍ଛାସେବୀ ଅନୁଷ୍ଠାନଗୁଡ଼ିକର ସହଯୋଗରେ ସମୂହ ଚାରା ରୋପଣ କରାଯାଇଛି।

# ପୁରୀରେ ପୁଲିସ ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଦିବାନା ବେହେରା ଆହତ ହୋଇଛି। ତା’ର ଡାହାଣ ଗୋଡ଼ ଆଣ୍ଠୁ ତଳେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାକୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

# ଝାରସୁଗୁଡ଼ା ବାଇପାସ ବେହେରାପାଟ ଅନ୍ତର୍ଗତ ଏକ ହୋଣ୍ଡା ସୋ’ ରୁମ୍‍ରୁ ୯ ଲକ୍ଷ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି

# ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ଜିଲାରେ ସ୍ୱଳ୍ପ ଓ ଅନ୍ୟ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

# ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

# ଗଞ୍ଜାମର ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ କାଞ୍ଜିଆମା ଗାଁ ନିକଟ ଋଷିକୁଲ୍ୟା ନଦୀରେ ଭାସିଯାଇ ଜଣେ ନାବାଳିକା ନିଖୋଜ ଥିବା ଜଣାପଡ଼ିଛି।

# ସ୍ୱିଜରଲ୍ୟାଣ୍ଡର ବାସେଲରେ ଚାଲିଥିବା ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ୍‍ ରେ ଓଡିଆ ପୁଅ ପ୍ରମୋଦ ଭଗତଙ୍କୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ସିଙ୍ଗଲ୍ସ ଫାଇନାଲରେ ଇଂଲଣ୍ଡର ଡାନିଏଲ ବେଥେଲଙ୍କୁ ୬-୨୧,୨୧-୧୪,୨୧-୫ ରେ ହରାଇ ପ୍ରମୋଦ ଭଗତ ଚାମ୍ପିଅନ ହୋଇଛନ୍ତି। 

ଜାତୀୟ:

# ’ମନ କୀ ବାତ୍’ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ

# ସମାଜସେବା ହିଁ ରାଷ୍ଟ୍ରପିତା ମହାତ୍ମାଗାନ୍ଧିଙ୍କ ୧୫୦ତମ ଜୟନ୍ତୀରେ ତାଙ୍କ ପ୍ରତି ହେବ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି 

# ଆସନ୍ତାମାସ ୧୧ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହେବ “ପ୍ଲାଷ୍ଟିକ୍‍ମୁକ୍ତ ଭାରତ” ଅଭିଯାନ, ସହଯୋଗ କରିବାକୁ ଜନସାଧାରଣଙ୍କୁ ଆହ୍ୱାନ ଜଣାଇଛନ୍ତି।

# ଜାତୀୟ କ୍ରୀଡ଼ା ଦିବସ ଅବସରରେ ଆସନ୍ତା ଗୁରୁବାରଠାରୁ ଆରମ୍ଭ ହେବ’ ଫିଟ୍‍ ଇଣ୍ଡିଆ ଅଭିଯାନ’

# ଆଜି ଅପରାହ୍ଣରେ ଦିଲ୍ଲୀର ନିଗମବୋଧ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବରିଷ୍ଠ ବିଜେପି ନେତା ଅରୁଣ ଜେଟ୍‍ଲୀଙ୍କ ଶେଷକୃତ୍ୟ ସମ୍ପନ୍ନ

#ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରହିବ ବୋଲି ଜମ୍ମୁ-କାଶ୍ମୀରର ପୁଲିସ୍‍ ମହାନିର୍ଦ୍ଦେଶକ ଦିଲ୍‍ବାଘ୍‍ ସିଂହ କହିଛନ୍ତି, ରାଜ୍ୟର ସବୁ ଜିଲ୍ଲାରେ ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି।

#ବି.ଡବ୍ଲ୍ୟୁ.ଏଫ୍‍. ବିଶ୍ୱ ବ୍ୟାଡ୍‍ମିଣ୍ଟନ ଚାମ୍ପିୟନ୍‍ସିପ୍‍ ଫାଇନାଲ୍‍ରେ ଭାରତର ପି.ଭି. ସିନ୍ଧୁ ଓ ଜାପାନ୍‍ର ନୋଜୋମି ଓକୁହାରାଙ୍କ ମଧ୍ୟରେ ମୁକାବିଲା

ଆନ୍ତର୍ଜାତୀୟ:

# ଜି-୭ ଶିଖର ସମ୍ମିଳନୀରେ ଯୋଗଦେବାପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫ୍ରାନ୍ସ  ଯାତ୍ରା ।

# ଜାମ୍ମୁ-କାଶ୍ମୀରରୁ  ଧାରା ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନର ରାଷ୍ଟ୍ରପତି ଆରଫ ଆଲଭୀ ଚେତାବନୀ ଦେଇ କହିଛନ୍ତି, ଭାରତ ଧାରା ୩୭୦ ଉଚ୍ଛେଦ କରି ନିଆଁ ସହିତ ଖେଳ ଖେଳୁଛି 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories