ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱରରେ ୫ ପୁଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ଯୋଗୁଁ ଜଣେ ହାବିଲଦାର, ୪ଜଣ କନଷ୍ଟେବଲ୍ଙ୍କୁ ନିଲମ୍ବନ କରିଛନ୍ତି ବାଲେଶ୍ୱର ଏସପି। କାର୍ଯ୍ୟ ସମ୍ପାଦନରେ ଅବହେଳା ଅଭିଯୋଗରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଏସପି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!