www.samajalive.in
Saturday, December 13, 2025
18.1 C
Bhubaneswar

ଏମକେସିଜି ରାଗିଂ ଘଟଣାରେ ୫ ଛାତ୍ରଙ୍କୁ କ୍ୟାମ୍ପସ ମନା

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ରାଗିଂ ଘଟଣାରେ ୫ ଜଣ ସିନିଅର ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଅଭିଯୁକ୍ତ ୫ ଛାତ୍ରଙ୍କୁ କ୍ୟାମ୍ପସରେ ପ୍ରବେଶକୁ ବାରଣ କରାଯାଇଛି। ଆସନ୍ତା ୬ ମାସ ପାଇଁ ଏହି ଛାତ୍ରମାନେ କ୍ୟାମ୍ପସରେ ପ୍ରବେଶ କରିପାରିବେନି ବୋଲି ଅନୁଷ୍ଠାନ କର୍ତ୍ତୃପକ୍ଷ ନିର୍ଦେଶ ଦେଇଛନ୍ତି। ଏହି ଘଟଣାରେ ପୂର୍ବରୁ ପୂର୍ବରୁ ଅନ୍ୟ ଜଣେ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ଏହା ସହିତ ୩ ଜଣ ଛାତ୍ରଙ୍କୁ ଗୋଟିଏ ସେମିଷ୍ଟର ପରୀକ୍ଷାରୁ ବାରଣ କରାଯାଇଥିବା ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories