www.samajalive.in
Saturday, December 6, 2025
19.1 C
Bhubaneswar

କରୋନା ମୁକାବିଲା ପ୍ରସ୍ତୁ୍ତି ନୀରିକ୍ଷଣ ପାଇଁ ୩ ଜିଲା ଗସ୍ତରେ ୫ ଟି ସଚିବ ଓ ଉନ୍ନୟନ କମିଶନର

ସମାଜ ପୋର୍ଟାଲ ଡେସ୍କ : ରାଜ୍ୟରେ କରୋନା ମୁକାବିଲାର ପ୍ରସ୍ତୁତି ନୀରିକ୍ଷଣ କରିବା ପାଇଁ ୫ ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ବିଭିନ୍ନ ଜିଲା ଗସ୍ତ କରୁଛନ୍ତି ।  ଏହିକ୍ରମରେ ଗୁରୁବାର ୫ ଟି ସଚିବ ଏବଂ ଉନ୍ନୟନ କମିଶନର କୋରାପୁଟ, ମାଲକାନାଗିରି ଓ ନବରଙ୍ଗପୁର ଜିଲାକୁ ଦିନିକିଆ  ଗ୍ରସ୍ତ କରିଛନ୍ତି ।  ଏହି ସମୟରେ ଜିଲାରେ କରୋନା ମୁକାବିଲା ପାଇଁ ହୋଇଥିବା କୋଭିଡ ହସ୍ପିଟାଲର ସ୍ଥିତି ପରକ୍ଷିବା ସହ ସ୍ବାସ୍ଥ୍ୟକର୍ମୀ ଏବଂ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।

ଖୁବଶିଘ୍ର କୋରାପୁଟରେ କରୋନା ସ୍ବାବ ନମୁନା ପରୀକ୍ଷା ବ୍ୟବସ୍ଥା କରାଯିବା ନେଇ ଏହି ଗସ୍ତ ସମୟରେ ଜଣାପଡିଛି । ଚେନ୍ନାଇରୁ ଏକ ସ୍ବତନ୍ତ୍ର ଟିମ କୋରାପୁଟ ଆସି ଏହି ବ୍ୟବସ୍ଥା ଆରମ୍ଭ କରିବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories