www.samajalive.in
Saturday, December 6, 2025
14.1 C
Bhubaneswar

ସମୁଦ୍ରରେ ବୁଡ଼ିଯାଉଥିବା ୫ ପର୍ଯ୍ୟଟକ ଉଦ୍ଧାର

ସମାଜ ଡିଜିଟାଲ ଡେସ୍କ: ପୁରୀ ସମୁଦ୍ରରେ ସ୍ନାନ କରିବା ସମୟରେ ବୁଡ଼ିଯାଉଥିବା ୫ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି। ପର୍ଯ୍ୟଟକମାନେ ଗଭୀର ସମୁଦ୍ରକୁ ଭାସିଯାଉଥିବାବେଳେ କୂଳରେ ଥିବା କିଛି ଲାଇଫଗାର୍ଡ ତୁରନ୍ତ ସେମାନଙ୍କୁ ଉଦ୍ଧାର କରିଥିଲେ। ସମସ୍ତ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories