www.samajalive.in
Monday, December 15, 2025
14.1 C
Bhubaneswar

୫ ବର୍ଷର ଝିଅ ଅନଭିଙ୍କ ଗିନିଜ୍ ୱାର୍ଲ୍ଡ ରେକର୍ଡ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଦ୍ୱିଭାଷିକ ପୁସ୍ତକର ସର୍ବକନିଷ୍ଠ ମହିଳା ଲେଖକ ଭାବେ ଭୁବନେଶ୍ୱରର ୫ ବର୍ଷର ଛାତ୍ରୀ ତଥା ଗିନିଜ୍ ୱାର୍ଲ୍ଡ ରେକର୍ଡଧାରୀ ଅନଭି ଭିଶେଷ ଅଗ୍ରୱାଲଙ୍କୁ ସାକ୍ଷାତ କରି ଶୁଭେଚ୍ଛା ଜଣାଇଛନ୍ତି। ସର୍ବକନିଷ୍ଠ ଟେଡ-ଏକ୍ସ ଇଣ୍ଡିଆ ବକ୍ତା ହେବା ଏବଂ ୩ ବର୍ଷ ବୟସ ପୂର୍ବରୁ ୧୦୦ରୁ ଅଧିକ ଚିତ୍ରକଳା ତିଆରି କରିବା ସମେତ ଅନଭିଙ୍କ ଅସାଧାରଣ ସଫଳତା ପ୍ରକୃତରେ ପ୍ରେରଣାଦାୟକ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories