www.samajalive.in
Sunday, December 7, 2025
13.1 C
Bhubaneswar

ରାଜ୍ୟରେ ଆଉ ୫୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୬ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୦୮ ଓ ସ୍ଥାନୀୟ ସଂକ୍ରମିତ ୨୨୧ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୬୨ ଜଣ ରହିଛନ୍ତି । ରାଜ୍ୟର ଅନୁଗୁଳ ଜିଲାରେ ୩, ବାଲେଶ୍ୱର ୨୦, ବରଗଡ ୧, ଭଦ୍ରକ ୩ ଓ ବଲାଙ୍ଗିରରେ ଜଣେ ଚିହ୍ନଟ ହୋଇଛନ୍ତି । କଟକ ୩୭, ଦେବଗଡ ୧, ଢେଙ୍କାନାଳ ୧, ଗଜପତି ୩, ଗଞ୍ଜାମ ୬, ଜଗତସିଂହପୁର ୮, ଯାଜପୁର ୧୫, ଝାରସୁଗୁଡା ୨, କେନ୍ଦ୍ରାପଡାରେ ୧୧ ଚିହ୍ନଟ ହୋଇଛନ୍ତି । କେନ୍ଦୁଝରରେ ୭, ଖୋର୍ଦ୍ଧା ୨୭୪, କୋରାପୁଟ ୨, ମୟୁରଭଞ୍ଜ ୨୩, ନୟାଗଡା ୭, ନୂଆପଡା ୬ ଓ ପୁରୀରେ ୧୩ ଚିହ୍ନଟ ହୋଇଛନ୍ତି । ସେହିଭଳି ରାୟଗଡାରେ୧, ସମ୍ବଲପୁର ୧୧, ସୁନ୍ଦରଗଡ ୧୦, ଷ୍ଟେଟପୁଲରୁ ୬୩ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଦିନକରେ ୪୬୯ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ସଂପ୍ରତି ରାଜ୍ୟରେ ୫୧୪୧ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଏଥିସହିତ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ଯାଜପୁର ଜିଲାରେ ଜଲେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories