www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ପ୍ରତିଷ୍ଠା ହେବ ୫୫ଟି ନୂଆ ବସ୍‍ଷ୍ଟାଣ୍ଡ

ଭୁବନେଶ୍ବର : ଓଡ଼ିଶା ରାଜ୍ୟ ପରିବହନ ନିଗମ ପକ୍ଷରୁ ରାଜ୍ୟରେ ୫୫ଟି ନୂଆ ବସ୍‍ଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ । ଏ ନେଇ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଚଳିତ ମାସ ୨୫ ତାରିଖ ସୁଦ୍ଧା ଠିକା ପ୍ରସ୍ତାବ ପ୍ରକ୍ରିୟା ଶେଷ କରାଯିବ ।  ଓଡ଼ିଶା ରାଜ୍ୟ ପୁଲିସ୍‍ ହାଉସିଂ ଓ କଲ୍ୟାଣ ନିଗମକୁ ଟେଣ୍ଡର ଜରିଆରେ ନୂଆ ବସ୍‍ଷ୍ଟାଣ୍ଡ୍‍ ନିର୍ମାଣ କାମ କାର୍ଯ୍ୟାଦେଶ ପ୍ରଦାନ କରିବା ଲାଗି ବୈଠକରେ ନିଷ୍ପତ୍ତି ହୋଇଛି। ଏହି ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟସୀମା ଭିତରେ ଶେଷ କରିବା ଉପରେ ଗୁରୁତ୍ୱ ଦିଆଯାଇଛି ।

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories