www.samajalive.in
Friday, December 5, 2025
23.1 C
Bhubaneswar

ରାଜ୍ୟରେ ପ୍ରତିଷ୍ଠା ହେବ ୫୮ଟି ନୂଆ ଶୀତଳ ଭଣ୍ଡାର – ମନ୍ତ୍ରୀ

ଡେସ୍କ: କୃଷି ଉତ୍ପାଦ ସଂରକ୍ଷଣ କରିବା ଏବଂ କୃଷକମାନଙ୍କ ପାଇଁ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟ ସଂରକ୍ଷଣ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଆଗାମୀ ଦିନରେ ୫୮ଟି ଶୀତଳ ଭଣ୍ଡାର ସ୍ଥାପନ ପାଇଁ ଲକ୍ଷ ରଖିଥିବା ବିଧାନସଭାରେ କହିଛନ୍ତି। ବିଧାନସଭାର ପ୍ରଶ୍ନକାଳରେ ଆଜି କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମଙ୍କ ଏକ ଅତିରିକ୍ତ ପ୍ରଶ୍ନର ଉତ୍ତରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି, ରାଜ୍ୟର ପ୍ରତ୍ୟେକ ସବଡିଭିଜନରେ ମୋଟ ୫୮ଟି ଶୀତଳ ଭଣ୍ଡାର ପ୍ରତିଷ୍ଠା କରାଯିବ।

ଶୀତଳ ଭଣ୍ଡାର ଗୁଡିକ ସରକାରୀ ଘରୋଇ ଭାଗିଦାରୀ (ପିପିପି) ମୋଡରେ ସ୍ଥାପନ ହେବ। କେବଳ ସେତିକି ନୁହେଁ, ସେ କହିଛନ୍ତି ଯେ ଏହା ପରେ ମଧ୍ୟ ଆହୁରି ଅଧିକ ସଂଖ୍ୟାରେ ତଳ ଭଣ୍ଡାର ନିର୍ମାଣ ହେବ।

- Advertisement -

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ:

https://samajalive.in

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: 

https://chat.whatsapp.com/8tkc88wC0L7089V56S8SyG

https://chat.whatsapp.com/K41LU4b2UqfBkJrbOSIO4z

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ:

https://whatsapp.com/channel/0029VaKt8Sq0gcfMSlTf6B43

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories