www.samajalive.in
Sunday, December 14, 2025
14.1 C
Bhubaneswar

ଅପରାହ୍ନ ୫ଟା ମୁଖ୍ୟ ଖବର

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ.. ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ.. ଚଳିତ ବର୍ଷ ପାସ୍‌ ହାର ୯୪.୯୩%.. ଏଥର ବି ପୁଅଙ୍କୁ ଟପିଲେ ଝିଅ.. ପୁଅଙ୍କ ପାସ୍‌ ହାର ୯୪ ପ୍ରତିଶତ ଥିବାବେଳେ ଝିଅଙ୍କ ପାସ୍‌ ହାର ରହିଛି ୯୬ ପ୍ରତିଶତ..

କଟକରେ ନକଲି ସର୍ଫ କମ୍ପାନୀ ଠାବ.. ଜଗତପୁର ଶିଳ୍ପାଞ୍ଚଳର ଅଣ୍ଢେଇ ସାହିରେ ପୁଲିସ ଓ ସ୍ପେଶାଲ ସ୍କ୍ବାଡର ମିଳିତ ଚଢ଼ାଉବେଳେ ଠାବ ହେଲା କମ୍ପାନୀ..

- Advertisement -

ବାୟୁସେନାର ସମରାଭ୍ୟାସ.. ଗଙ୍ଗା ଏକ୍ସପ୍ରେସୱେରେ ଦମ୍ ଦେଖାଇଲେ ମିରାଜ, ରାଫେଲ, ସୁଖୋଇ ଓ ଜାଗୁଆର.. ପାକିସ୍ତାନ ଛାନିଆ..

କିଟ୍‌ରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା.. ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା.. କହିଲେ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ..

ରାଜସ୍ଥାନର ଜୈସେଲମେର ଅଞ୍ଚଳରୁ ପାକିସ୍ତାନ ଗୁପ୍ତଚର ଗିରଫ.. ଅଭିଯୁକ୍ତର ନାଁ ପଠାନ ଖାନ୍‌.. ​ସେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସ ଇଣ୍ଟେଲିଜେନ୍ସ(ଆଇଏସଆଇ) ପାଇଁ ଗୁପ୍ତଚର ଭାବେ କାର୍ଯ୍ୟ କରୁଥିଲା..

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories