www.samajalive.in
Wednesday, December 10, 2025
23.1 C
Bhubaneswar

ଅପରାହ୍ନ ୫ଟା ମୁଖ୍ୟ ଖବର

ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ବାଣ ଗୋଦାମରେ ବିସ୍ଫୋରଣ ଘଟଣା.. ୫ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ସୂଚନା.. ବିସ୍ଫୋରଣରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିଲା..

ଦୀଘା ‘ଜଗନ୍ନାଥ ଧାମ’ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ.. ଘଟଣାରେ ହସ୍ତକ୍ଷେପ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ କଲେ ଅନୁରୋଧ..

- Advertisement -

ରାଜ୍ୟରେ ମକଡ୍ରିଲ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ବୈଠକ ଶେଷ ହେବାପରେ ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ସୂଚନା.. ଆସନ୍ତାକାଲି ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍‌..

ଜଗତସିଂହପୁରରେ ନକଲି କ୍ଷୀର ଗୋଦାମରେ ଚଢ଼ାଉ.. ତରାସାହିର ବାଲିସାହିରେ ଥିବା ଏହି ଗୋଦାମରେ ନକଲି କ୍ଷୀର ପ୍ରସ୍ତୁତ କରାଯାଉଥିଲା.. ଅପମିଶ୍ରିତ କ୍ଷୀର ସହ ବସ୍ତା ବସ୍ତା ପାଉଡର୍‌ ଜବତ..

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ..  ବିଗତ ୪୮ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କୁ ୨ ଥର ଭେଟି ଭାରତର ପ୍ରସ୍ତୁତି ସମ୍ପର୍କରେ ଅବଗତ କରିଛନ୍ତି ଡୋଭାଲ.. ବୁଧବାର ଦେଶବ୍ୟାପୀ ନାଗରିକ ସୁରକ୍ଷା ଅଭ୍ୟାସ ଅନୁଷ୍ଠିତ ହେବାକୁଥିବାବେଳେ ଏହା ପୂର୍ବରୁ ମୋଦୀଙ୍କୁ ଭେଟି ସବିଶେଷ ତଥ୍ୟ ପ୍ରଦାନ କଲେ ଡୋଭାଲ..

 

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories