www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ନ ୫ଟା ମୁଖ୍ୟ ଖବର

ସୁରକ୍ଷା ବାହିନୀଙ୍କ ଗୁଳିରେ ୪କୁଖ୍ୟାତ ମାଓବାଦୀ ନିପାତ, ମାଓ ସାମଗ୍ରୀ ଜବତ.. ମହାରାଷ୍ଟ୍ର-ଛତିଶଗଡ଼ ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ହୋଇଥିବା ଏନ୍‌କାଉଣ୍ଟରରେ ୪କୁଖ୍ୟାତ ମାଓବାଦୀ ନିହତ ହୋଇଥିବା ସୂଚନା..

ଶ୍ରୀକ୍ଷେତ୍ରର ଗୋଟିଏ ସ୍ଥାନରେ ହେବ ସମସ୍ତ ମଠର ବିଜେସ୍ଥଳି.. ପୂର୍ବ ସରକାର ଥଇଥାନ ଓ ସୌନ୍ଦର୍ଯ୍ୟକରଣ ନାଁରେ ଭାଙ୍ଗିଥିବା ମଠକୁ ପୁନଃ ନିର୍ମାଣ କରାଯିବ.. ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା..

- Advertisement -

ବିଦେଶରେ ଚାକିରି କରାଇଦେବା ନାଁରେ ଠକେଇ.. ଫେରାର ଅଭିଯୁକ୍ତ ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ବିଷ୍ଣୁ ପ୍ରସାଦ ପଟ୍ଟନାୟକ ଗିରଫ.. ଡିଜିପି କ୍ରାଇମବ୍ରାଞ୍ଚ ବିନୟତୋଷ ମିଶ୍ରଙ୍କ ସୂଚନା..

ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି..୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ..

ଆସନ୍ତା ଜୁନ ୧୫ରୁ ୨୦ତାରିଖ ଭିତରେ ଆସିବ ନୂଆ ଅବକାରୀ ନୀତି.. ଏଥର ୩ ବର୍ଷିଆ ଅବକାରୀ ନୀତି.. ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ..

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories