www.samajalive.in
Monday, December 8, 2025
27.1 C
Bhubaneswar

ସନ୍ଧ୍ୟା ୫ଟା ମୁଖ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ.. ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା.. ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏକାଧିକ ଜିଲାକୁ ୟେଲୋ ଓ୍ବାର୍ଣ୍ଣଂ ଜାରି.. ଆସନ୍ତାକାଲି ପାଇଁ ୨୬ ଜିଲାକୁ ୟେଲୋ ଓ୍ବାର୍ଣ୍ଣଂ.. ବ୍ରଜପାତ ଓ ବର୍ଷା ନେଇ ଚେତାଇଲା ପାଣିପାଗ ବିଭାଗ..

ଯାତ୍ରା ହାସ୍ୟାଭିନେତା ପ୍ରତାପ ମହାନ୍ତିଙ୍କ ଉପରୁ ହଟିଲା ବ୍ୟାନ୍.. ଯାତ୍ରା ମାଲିକ ସଂଘ ବୈଠକରେ ନିଷ୍ପତ୍ତି.. ନରି ପଣ୍ଡାଙ୍କ ପ୍ରସଙ୍ଗରେ ବିବୃତି ରଖି ଯାତ୍ରାରୁ ବ୍ୟାନ୍ ହୋଇଥିଲେ ହାସ୍ୟାଭିନେତା ପ୍ରତାପ ମହାନ୍ତି..

- Advertisement -

ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା.. ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖେଲାଯିବାକୁ ବାରଣ କରାଯାଇଛି.. ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରିକୁ ମଧ୍ୟ ନିଷିଦ୍ଧ କରାଯାଇଛି.. ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା..

ଡରାଇଲାଣି କରୋନା.. ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌, ୨୪ ଘଣ୍ଟାରେ ୬ ମୃତ..

ଏଲନ ମସ୍କଙ୍କୁ ଧମକ ଦେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ.. ବିରୋଧୀଙ୍କୁ ସହାୟତା କଲେ ମସ୍କ ଗମ୍ଭୀର ପରିଣାମ ଭୋଗିବେ ବୋଲି ଟ୍ରମ୍ପଙ୍କ ଚେତାବନୀ..

 

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories