www.samajalive.in
Thursday, December 11, 2025
23.1 C
Bhubaneswar

ଅପରାହ୍ନ ୫ଟା ମୁଖ୍ୟ ଖବର

ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ.. ଶୃଙ୍ଖଳିତ ଯାତ୍ରା, ଦର୍ଶନ ବ୍ୟବସ୍ଥା ସହ ଶରଧାବାଲି ଅଘଟଣକୁ ନେଇ ବୈଠକରେ ଆଲୋଚନା..

ବେଙ୍ଗାଲୁରୁର ଚିନ୍ନାସ୍ୱାମୀ କ୍ରିକେଟ ଷ୍ଟାଡିୟମରେ ହୋଇଥିବା ଦଳାଚକଟା ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ପାଇଁ ଆରସିବିକୁ ଦାୟୀ କରିଛି କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍.. ଘଟଣା ପାଇଁ ଆରସିବି ଦାୟୀ.. ପୁଲିସ ବି ମଣିଷ, ୧୨ଘଣ୍ଟା ଭିତରେ ସବୁ ବ୍ୟବସ୍ଥା କରିବା ସମ୍ଭବ ନୁହେଁ କହିଲା କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍..

- Advertisement -

ଜଳ ବିଭାଜିକା ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ଗିରଫ.. ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗତକାଲି ଚଢାଉ କରିବାପରେ ଆଜି ତାଙ୍କୁ ଗିରଫ କରାଯାଇଛି..

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା.. ବିଜେପିରୁ ୫ ନିଲମ୍ବିତ.. ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗରେ କର୍ପୋରେଟର ଅପରୂପ ନାରାୟଣ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କଲେ ରାଜ୍ୟ ସଭାପତି ମନମୋହନ ସାମଲ..

ଆସନ୍ତା ୧୪ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି.. ୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ.. ୧୫ରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି..

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories