www.samajalive.in
Monday, December 15, 2025
26.1 C
Bhubaneswar

ଅପରାହ୍ନ ୫ଟା ମୁଖ୍ୟ ଖବର

ମୟୂରଭଞ୍ଜ କୁଳିଅଣା ଥାନା ନୂଆଗାଁରେ ଡବଲ୍‌ ମର୍ଡର.. ମାଟିତଳୁ ମାଆ ଓ ବିବାହିତ ଝିଅଙ୍କ ମୃତଦେହ ଉଦ୍ଧାର.. ସ୍ତ୍ରୀ ଓ ଶାଶୁଙ୍କୁ ହତ୍ୟା କରି ମାଟିରେ ପୋତି କଦଳୀ ଗଛ ଲଗାଇଥିଲା ଜ୍ୱାଇଁ..

ଶ୍ରୀମନ୍ଦିର ଭିତର ଫଟୋ ପୋଷ୍ଟ, ମହାପ୍ରସାଦ ଅନଲାଇନରେ ବିକ୍ରି, ଚଷମାରେ ହିଡେନ କ୍ୟାମେରା ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା.. କହିଲେ ଏ ବାବଦରେ ଆବଶ୍ୟକୀୟ ପଦକ୍ଷେପ ମନ୍ଦିର ପ୍ରଶାସନ ନେବ.. ମନ୍ଦିର ପ୍ରଶାସନକୁ ସଂପୂର୍ଣ୍ଣ ସ୍ଵାଧୀନତା ଦିଆଯାଇଛି.. ଯେତେ କଠୋର ପଦକ୍ଷେପ ଆବଶ୍ୟକ ମନ୍ଦିର ପ୍ରଶାସନ ନେଇପାରିବେ..

- Advertisement -

ଭାରତୀୟ ପ୍ରତିରକ୍ଷା ବ୍ୟବସ୍ଥା ଏବେ ଅଧିକ ମଜଭୂତ.. ’ପ୍ରଳୟ’ କ୍ଷେପଣାସ୍ତ୍ରର ଦୁଇ ଦୁଇ ଥର ସଫଳ ପରୀକ୍ଷଣ.. ଚାନ୍ଦିପୁରସ୍ଥିତ ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଲଗାତର ଦୁଇଥର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ..

ପୂର୍ତ୍ତ ବିଭାଗ କାମରେ ବ୍ୟବହାର ହେବ AI , ଏଆଇ ଆଧାରିତ ସଫ୍ଟୱେର୍ ବ୍ୟବହାର କରିବେ ସରକାର.. ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ..

ଅପରେସନ ‘ସିନ୍ଦୂର’କୁ ନେଇ ସଂସଦରେ ବିତର୍କ.. ପହଲଗାଓଁ ଆକ୍ରମଣରେ ସମ୍ପୃକ୍ତ ଆତଙ୍କୀଙ୍କ ମଧ୍ୟରୁ ୩ ଜଣ ନିପାତ ହୋଇଥିବା କହିଲେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ.. ଭାରତୀୟ ସେନାକୁ ଜଣାଇଲେ ଧନ୍ୟବାଦ..

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories