www.samajalive.in
Monday, December 8, 2025
13.1 C
Bhubaneswar

ସନ୍ଧ୍ୟା ୫ଟା ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି.. ଝାଡ଼ଖଣ୍ଡର ଦେଓଘର ବିମାନବନ୍ଦରରେ ଅଟକିଛି ବିମାନ.. ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ବିଳମ୍ବିତ..

ଦେଶର ତିନି ଶ୍ରେଷ୍ଠ ଥାନା ମଧ୍ୟରେ ଗଞ୍ଜାମ ଜିଲ୍ଲାର ପାଟପୁର ଥାନା..

- Advertisement -

ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା.. ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ..

ସମୁଦ୍ରରେ ଫସିଲେ ବୋଇତ ବନ୍ଦାଣ ଦେଖିବାକୁ ଯାଇଥିବା ୮୦ ଯାତ୍ରୀ.. ଭଦ୍ରକ ଜିଲ୍ଲା ବାସୁଦେବପୁରର ଚୂଡ଼ାମଣି ଘାଟରୁ ୮୦ ଜଣ ଲୋକ ଏକ ବୋଟରେ ସମୁଦ୍ର ମଧ୍ୟକୁ ଯାଇଥିଲେ..

କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ.. ପୋଖରୀରେ ବୁଡ଼ି ୩ ବର୍ଷର ଶିଶୁପୁତ୍ର ମୃତ.. କଟକ ଜିଲା ସାଲେପୁର ବ୍ଲକ କରମୁଆଁ ଗାଁରେ ଦୁଃଖଦ ଘଟଣା..

ଡଙ୍ଗା ଭସାଇବାବେଳେ ବଡ ଅଘଟଣ.. ମାଲକାନଗିରି ସଦର ଥାନା ଚମ୍ପାନଗରରେ ଅଭାବନୀୟ ଘଟଣା.. ନଦୀରେ ଭସାଯାଇଥିବା ଡଙ୍ଗାରୁ କଏନ ଆଣିବାବେଳେ ବୁଡିଯାଇ ୧୨ ବର୍ଷର ନାବାଳିକା ମୃତ..

ଦିଲ୍ଲୀରେ ଚିନ୍ତାଜନକ ସ୍ଥିତିରେ ବାୟୁ ପ୍ରଦୂଷଣ.. ପ୍ରାଥମିକ ବିଦ୍ୟାଳୟ ବନ୍ଦ କଲେ ଦିଲ୍ଲୀ ସରକାର , ପରବର୍ତ୍ତୀ ନିର୍ଦେଶନାମା ପର୍ଯ୍ୟନ୍ତ ଅନଲାଇନରେ ହେବ ପାଠପଢା.. ଦିଲ୍ଲୀରେ ଦୃଶ୍ୟମାନ ଦୂରତା ବି ହ୍ରାସ.. ଲାଗୁ ହେଲା ଜିଆରଏପି -୩..

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories