www.samajalive.in
Friday, December 12, 2025
16.1 C
Bhubaneswar

ଅପରାହ୍ନ ୫ଟା ମୁଖ୍ୟ ଖବର

ଏଣିକି ପ୍ରଥମ ଶ୍ରେଣୀରେ ନାମଲେଖା ବୟସ ୬ ବର୍ଷ କିମ୍ବା ତଦୁର୍ଦ୍ଧ.. ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ.. ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ପାଇଁ ନିଷ୍ପତ୍ତି..

ଆସନ୍ତାକାଲି ବୁଧବାର ବନକଲାଗି ନୀତି.. ୫ ଘଣ୍ଟା କାଳିଆ ଦର୍ଶନ ବନ୍ଦ..

- Advertisement -

ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ.. ମହାକୁମ୍ଭର ସଫଳ ଆୟୋଜନ ପାଇଁ ଉତ୍ତର ପ୍ରଦେଶ ପ୍ରଶାସନ ଏବଂ ଜନତାଙ୍କୁ ଧନ୍ୟବାଦ ଜଣାଇଲେ..

ଦିନକୁ ଦିନ ବଢିବାରେ ଲାଗିଛି ତାପମାତ୍ରା.. ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ ରାଜ୍ୟର ଅଧିକାଂଶ ଅଞ୍ଚଳ ଡହଡହ ଖରାରେ ସିଝୁଛି.. ଆଜି ସାଢେ ୧୧ରେ ୩୬ ଡିଗ୍ରୀ ଟପିଲା ସମ୍ବଲପୁର.. ତାପମାତ୍ରା ୩୬.୮ ଡିଗ୍ରୀ ସେଲ୍‌ସିୟସ୍‌..

ରେକର୍ଡ ଭାଙ୍ଗିଲା ସୁନା ଦର, ଛୁଇଁଲା ୯୦ ହଜାର.. ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୦ ହଜାରରେ ପହଞ୍ଚିଛି.. ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୨,୫୦୦ ଟଙ୍କା ରହିଛି..

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories