www.samajalive.in
Saturday, December 6, 2025
23.1 C
Bhubaneswar

୨ ଶିଶୁଙ୍କ ସହିତ ୬ ଦାଦନ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା ତୁରେକେଲା ପୋଲିସ ଶନିବାର ଘୁନେଶ ଗ୍ରାମ ନିକଟରୁ ୨ ଶିଶୁଙ୍କ ସହିତ ୬ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏକ ଅଟୋ ରିକ୍ସା ଯୋଗେ ଶ୍ରମିକମାନଙ୍କୁ ଚାଲାଣ କରାଯାଉଥିବାବେଳେ ପୁଲିସ ସେମାନଙ୍କୁ ଉଦ୍ଧାର କରିଥିଲା। ସମସ୍ତ ଶ୍ରମିକ ବଡଡକଲା ଗ୍ରାମର ବୋଲି ସୂଚନା ମିଳିଛି। ଏହି ଦାଦନ ଶ୍ରମିକମାନଙ୍କୁ ଚାଲାଣ କରୁଥିବା ସର୍ଦ୍ଦାର ଦେବରାଜ ନାଗ ଓ ଅଟୋ ଡ୍ରାଇଭର ହରେକୃଷ୍ଣ ଦୀପ ନାମରେ ତୁରେକେଲା ଥାନାରେ ମାମଲା ରୁଜୁ ହୋଇଛି। ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ରମାକାନ୍ତ ସାହୁ ସୂଚନା ଦେଇଛନ୍ତି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories