www.samajalive.in
Wednesday, November 12, 2025
27.1 C
Bhubaneswar

ମାରଣାସ୍ତ୍ର ସହ ୬ ଡକାୟତ ଗିରଫ

ପୁରୀ – ୬ଜଣ ଡକାୟତଙ୍କୁ ଗିରଫ କଲା ପୁରୀ ଟାଉନ୍‌ ଥାନା ପୁଲିସ । ଏହା ସହ ସେମାନଙ୍କ ଠାରୁ ମାରଣାସ୍ତ୍ର ଜବତ କରାଯାଇଛି ।

ପୁରୀ ଟାଉନ୍ ଥାନା ଅନ୍ତର୍ଗତ ଦାମୋଦର ରୋଡରେ ଡକାୟତି ପାଇଁ ଉଦ୍ୟମ କରିବା ବେଳେ ପୁଲିସ ଏମାନଙ୍କୁ ଗରିଫ କରିଛି । ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ।

- Advertisement -

 

Hot this week

ଆତଙ୍କବାଦ ବିରୁଦ୍ଧରେ କାହିଁକି କହୁନାହାଁନ୍ତି ରାହୁଲ : ବିଜେପି

ସମାଜ ଲାଇଭ୍ ଡେସ୍କ : ଦିଲ୍ଳୀ ବିସ୍ଫୋରଣ ଘଟଣାରେ କଂଗ୍ରେସ ନେତା...

ତେଜସ୍ବୀଙ୍କୁ ଖୁସି କଲା ଏହି ଏକଜିଟ୍ ପୋଲ୍, ଆରଜେଡି ସବୁଠୁ ବଡ ଦଳ

ପାଟଣା: ବିହାରରେ ଅଧିକାଂଶ ଏକଜିଟ୍ ପୋଲ୍ ଏନଡିଏ ସରକାର ପୁଣି କ୍ଷମତାକୁ...

ୟୁପିଏସସି ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୨୭୩୬ କୃତକାର୍ଯ୍ୟ

ସମାଜଲାଇଭ ଡେସ୍କ: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସସି) ସିଭିଲ ସର୍ଭିତ ମୁଖ୍ୟ ପରୀକ୍ଷା-୨୦୨୫ର...

ଦିଲ୍ଲୀ ବିସ୍ଫୋରଣ: ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ହୋଇ ସ୍ଥାନୀୟ ଏଲଏନଜେପି...

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

Related Articles

Popular Categories