www.samajalive.in
Monday, December 8, 2025
13.1 C
Bhubaneswar

ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ବଉଦ, ବାଲେଶ୍ୱର, ନୟାଗଡ ଓ କଟକ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କରୋନା ମୃତ୍ୟୁ ଏକ ଅଙ୍କରେ ସ୍ଥିର ରହିଛି। ତାହାସହିତ ଆଇସିୟୁରେ ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ସଂଖ୍ୟାରେ ହ୍ରାସ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୪୧କୁ ବୃଦ୍ଧିପାଇଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories