www.samajalive.in
Sunday, December 14, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ORHDC ଦୁର୍ନୀତି ମାମଲା: ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କୁ ଦଣ୍ଡାଦେଶ.. ବିନୋଦ କୁମାରଙ୍କ ସହ ୫ ଜଣଙ୍କୁ ଦଣ୍ଡାଦେଶ କଲେ ଭିଜିଲାନ୍ସ କୋର୍ଟ.. ସମସ୍ତଙ୍କୁ ୩ ବର୍ଷ ଲେଖାଏଁ ଜେଲ୍‌ ଓ ୫୦ ହଜାର ଟଙ୍କା ଜରିମାନା.. ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍‌..

୩୦ଜିଲା ପାଇଁ ପର୍ଯ୍ୟବେକ୍ଷକ ତାଲିକା ଜାରି କଲା ବିଜେଡି.. ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ସର୍ବାଧିକ ୪ ଜିଲା ଦାୟିତ୍ବ ମିଳିଥିବା ବେଳେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଓ ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ୨ଟି ଲେଖାଏଁ ଜିଲାର ଦାୟିତ୍ବ ଦିଆଯାଇଛି..

- Advertisement -

ବିଧାନସଭାରେ ହୁମ୍ମା ଲବଣ ଜମିର ମାଲିକାନା ନେଇ ପ୍ରଶ୍ନ ଉଠାଇଲେ ଛତ୍ରପୁର ବିଧାୟକ..

କଣ୍ଠଶିଳ୍ପୀ ତଥା ତଥା ଆଲବମ ଅଭିନେତ୍ରୀ ରୁଚିସ୍ମିତା ଗୁରୁ ବଲାଙ୍ଗୀରର ସୁଦପଡା ସ୍ଥିତ ମାମୁଁଘରେ ଆତ୍ମହତ୍ୟା କରିଛନ୍ତି.. ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି..

ଜଗତସିଂହପୁରରେ ଦେବୀ ନଦୀରେ ଭାସିଯାଇ ୩ ଛାତ୍ର ନିଖୋଜ..ମାଛ ଗାଁ ନିକଟରେ ଗାଧୋଇବା ବେଳେ ଭାସି ଗଲେ.. ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି..

ରାଉରକେଲା ଚାନ୍ଦିପୋଷ ନିକଟରେ ହାଇୱାକୁ ଧକ୍କା ଦେଲା ବସ୍ .. ୨ ମୃତ, ୫ ଗୁରୁତର .. ୨୦ରୁ ଅଧିକ ଆହତ.. ଛିଡ଼ା ହୋଇଥିବା ହାଇୱାକୁ ଧକ୍କା ଦେଲା ବସ୍..

ଆଜି ୧୩ ଜିଲାକୁ ବିଜୁଳି ଘଡ଼ଘଡ଼ି ସତର୍କତା .. ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ .. କେନ୍ଦୁଝର ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି‌ ୪୦ କିମି ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା..

୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ.. ଘୁମୁସର ଜିଲ୍ଲା ମାନ୍ୟତା ଦାବିରେ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭଞ୍ଜନଗର ବନ୍ଦ..

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories