www.samajalive.in
Sunday, December 7, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ.. ମୋଟ ୧୫ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ..

ସୁଦାନରେ ଫସିଥିବା ଭାରତୀୟଙ୍କୁ ଆଣିବା ପାଇଁ ଆରମ୍ଭ ହେଲା ‘ଅପରେସନ୍ କାବେରୀ’..

- Advertisement -

ବ୍ଲାକମେଲ ମାମଲା.. ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହାଜର ହେଲେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ବର, ହାଜର ହେଲେନି ଶ୍ରଦ୍ଧାଞ୍ଜଳି..

ଭାରତୀୟ କୁସ୍ତି ସଂଘର ନିର୍ବାଚନ ସ୍ଥଗିତ..

ଗୃହ ଓ ନଗର ଉନ୍ନୟନ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ୍‌.. ଗତକାଲି ହୋଇଥିବା ପ୍ରଲିମିନାରୀ ପରୀକ୍ଷାକୁ ବାତିଲ୍‌ କରାଯାଇଛି.. ପରୀକ୍ଷା ବାତିଲ୍‌ କଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ..

ନାବାଳିକା ଯୌନ ନିର୍ଯ୍ୟାତନା ମାମଲା.. ନୀଳଗିରି ବାପୁଜୀ ସେବା ସଦନ ମାଲିକଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ସ୍ଵତନ୍ତ୍ର ପକ୍ସୋ ଅଦାଲତ..

ଅନୁଗୋଳ ସହରର ହୁଲୁରିସିଂହା ବହୁଚର୍ଚ୍ଚିତ ପ୍ରକାଶ ବେହେରା ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ..

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories