www.samajalive.in
Monday, December 15, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଏସିଆନ୍‌ ୟୁଥ୍‌ ଆଥଲେଟିକ୍ସ ଚାମ୍ପିଅନ୍‌ସିପ୍‌ରେ ଓଡ଼ିଆ ଆଥ୍‌ଲେଟ୍‌ ବାପି ହାଁସଦାଙ୍କ ଜଲୱା.. ୪୦୦ ମିଟର ହର୍ଡଲ୍ସରେ ଜିତିଲେ ରୌପ୍ୟ ପଦକ.. ୫୧.୩୮ ସେକେଣ୍ଡରେ ଅତିକ୍ରମ କଲେ ଦୂରତା.. ଉଜବେକିସ୍ତାନର ତାସକେଣ୍ଟରେ ଚାଲିଛି ଚାମ୍ପିଅନସିପ୍‌..

ଭୁବନେଶ୍ବରରେ ଆରମ୍ଭ ହେଲା ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର..

- Advertisement -

ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ.. ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୨୨କୋଟି ଟଙ୍କା.. ୫ଟି ଉପକ୍ରମରେ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ ହେବ ବିକାଶ କାମ.. ଆବଶ୍ୟକତା ଭିତ୍ତିରେ ଲୋକଙ୍କୁ ଜମି ମଧ୍ୟ ଦିଆଯିବ..

ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦୦ତମ ମନ କୀ ବାତ.. ଦେଶର ୪ ଲକ୍ଷ କେନ୍ଦ୍ରରେ ପ୍ରସାରଣ.. ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ ପ୍ରସାରଣ.. ନ୍ୟୁୟର୍କସ୍ଥିତ ଜାତିସଂଘ କାର୍ଯ୍ୟାଳୟରେ ପ୍ରସାରଣ.. ୨୦୧୪ ଅକ୍ଟୋବର ୩ରୁ ଆରମ୍ଭ ହୋଇଥିଲା ପ୍ରଥମ ମନ କୀ ବାତ..

ଡି.ପ୍ରକାଶ ରାଓଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ୧୦୦ତମ ଏପିସୋଡରେ ସ୍ଥାନ ପାଇଲେ ଓଡ଼ିଶାର ଡି.ପ୍ରକାଶ ରାଓ..

ପଞ୍ଜାବ ଲୁଧିଆନାରେ ଗ୍ୟାସ ଲିକ.. ୧୧ ମୃତ, ଅନେକ ଗୁରୁତର..

ଆଉ ଜଣେ ଓଡ଼ିଆଙ୍କୁ ସର୍ବଭାରତୀୟ ସ୍ତରରେ ଗୁରୁତ୍ବ.. ଡ.ଅଜିତ ମହାନ୍ତି ହେଲେ ପରମାଣୁ ଶକ୍ତି ଆୟୋଗ ଅଧ୍ୟକ୍ଷ.. ପରମାଣୁ ଶକ୍ତି ବିଭାଗର ସଚିବ ଭାବେ ମଧ୍ୟ କାର୍ଯ୍ୟ କରିବେ.. ୨୦୧୯ରୁ ଭାବା ପରମାଣୁ ଗବେଷଣା କେନ୍ଦ୍ରର ନିର୍ଦେଶକ ଭାବେ କାର୍ଯ୍ୟରତ ଡ.ଅଜିତ ମହାନ୍ତି..

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories