www.samajalive.in
Monday, December 15, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଦୋକାନୀମାନେ ୨୦୦୦ ଟଙ୍କିଆ ନୋଟ୍ ନେବାକୁ ମନା କରିପାରିବେ ନାହିଁ: ଆରବିଆଇ ଗଭର୍ଣ୍ଣର..

ଚୀନ୍‌କୁ ଆମେରିକା ଚିପ୍‌ ଭୟ.. ଜାତୀୟ ସୁରକ୍ଷା ପ୍ରତି ବିପଦ ଦର୍ଶାଇ ନିଷେଧ କଲା..

- Advertisement -

ଲୋକପ୍ରିୟ ଦକ୍ଷିଣ ଭାରତୀୟ ଅଭିନେତା ସରଥ ବାବୁଙ୍କ ପରଲୋକ..

ମଣିପୁରରେ ପୁଣି ହିଂସା.. ଜାଳିଦେଲେ ୪ ଘର..

ପାପୁଆ ନିୟୁ ଗିନି ଓ ଫିଜିର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ..

୩ ନୂଆ କ୍ୟାବିନେଟ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ.. ବିକ୍ରମ କେଶରୀ ଆରୁଖଙ୍କୁ ମିଳିଲା ଅର୍ଥ ବିଭାଗ ଦାୟିତ୍ୱ.. ସୁଦାମ ମାର୍ଣ୍ଡି ହେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ.. ସାରଦା ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ୱ..

ପ୍ରଥମେ ଶପଥ ନେଲେ ବିକ୍ରମ କେଶରୀ ଆରୁଖ.. ପଦ ଓ ଗୋପନୀୟତାର ଶପଥ ନେଲେ ସୁଦାମ ମାରାଣ୍ଡି.. ତୃତୀୟ ମନ୍ତ୍ରୀ ଭାବେ ଶପଥ ନେଲେ ସାରଦା ପ୍ରସାଦ ନାୟକ..

ଆଇପିଏଲ୍‌ କ୍ରିକେଟ, ସନ୍‌ରାଇଜର୍ସ ହାଇଦରାବାଦ ବିପକ୍ଷରେ ୮ ୱିକେଟରେ ସହଜ ବିଜୟ ହାସଲକରି ପ୍ଲେଅଫ୍‌ରେ ମୁମ୍ବଇ..

ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ ବେଳେ ବିଦ୍ୟୁତ ବିଭ୍ରାଟ ପ୍ରତିବାଦରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା..

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories