www.samajalive.in
Sunday, December 7, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

-ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା-୨୨ ଏନଡିଆରଏଫ ଟିମ୍ ଆସିଯାଇଛି, ଆଜି ଆଉ ୩୦ ଟିମ୍ ଆସିବେ। ଓଡ୍ରାଫ୍ ଟିମ୍ ୫୦ରୁ ୬୦ ଓ ଅଗ୍ନିଶମ ଟିମ୍ ୧୭୫ରୁ ୨ଶହ ପ୍ରସ୍ତୁତ। ୩୫ଟି ଗଛକଟା ଟିମ୍, ପୂର୍ତ୍ତର ୧୬୫ ଓ ଗ୍ରାମ୍ୟ ଉନ୍ନୟନର ୩ଶହ ଟିମ୍ ପ୍ରସ୍ତୁତ

-କରୋନାରେ ପ୍ରାଣ ହରାଇଲେ ଆଉ ଜଣେ ସାମ୍ବାଦିକଙ୍କ। ସମୟ ଖବର କାଗଜର କୋଣାର୍କ ପ୍ରତିନିଧି ସଂଗ୍ରାମ ମହାପାତ୍ର କରୋନାରେ ପ୍ରାଣ ହରାଇଥିବା ସୂଚନା ମିିଳିଛି

- Advertisement -

–ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆମେ ଏକ ସମୟରେ ଦୁଇଟି ବଡ ବିପଦର ସାମନା କରୁଛେ, ସ୍ଥାନାନ୍ତର ପାଇଁ ପ୍ରଶାସନକୁ ପୁରା ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ

–ବାତ୍ୟା ‘ୟସ’ ସମ୍ପର୍କରେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ଏଚ୍‌.ଆର୍‌.ବିଶ୍ବାସଙ୍କ ସୂଚନା- ୨୬ତାରିଖ ମଧ୍ୟାହ୍ନରେ ବାତ୍ୟା ସ୍ଥଳଭାଗ ଛୁଇଁବ। ପାରାଦ୍ବୀପ-ସାଗର ଦ୍ବୀପ ମଝିରେ ଲାଣ୍ଡଫଲ କରିବ। ବାଲେଶ୍ବର ପାଖାପାଖି ବାତ୍ୟା ‘ୟସ’ ଲ୍ୟାଣ୍ଡଫଲ କରିବ।

ବାତ୍ୟା ୟସ ମୁକାବିଲା ; ବରିଷ୍ଠ ଆଇପିଏସ , ଆଇଏଏସଙ୍କୁ ୫ ଜିଲାର ଦାୟିତ୍ୱ

– ବାତ୍ୟା ରୂପ ନେଲା ୟାସ୍‍; ପାରାଦୀପଠାରୁ ୫୪୦ କିଲୋମିଟର ଦୂରରେ ରହିଛି, ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟା ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୀଷଣ ବାତ୍ୟା ରୂପ ନେବ

– ବାତ୍ୟା ୟସ ମୁକାବିଲା ପାଇଁ ୮୦୦ ଓଡ୍ରାଫ କର୍ମଚାରୀ ସାମିଲ

– ବାତ୍ୟା ମୁକାବିଲା ନେଇ ବରିଷ୍ଠ ସଚିବଙ୍କୁ ମିଳିଲା ଜିଲା ଦାୟିତ୍ୱ ; ବାତ୍ୟା ପୂର୍ବରୁ ପ୍ରସ୍ତୁତି ଓ ରିଲିଫ ତଦାରଖ ପାଇଁ ଦାୟିତ୍ୱ

– ବାତ୍ୟା ୟସ ପାଇଁ ୪ଟି ବନ୍ଦର ପାଇଁ ବିପଦ ସଙ୍କେତ ଜାରି ; ପାରାଦ୍ୱୀପ ଓ ଧାମରା ପାଇଁ ୪ ନଂ, ପୁରୀ ଓ ଗୋପାଳପୁର ପାଇଁ ୩ନଂ ବିଦପ ସଙ୍କେତ

-ଗଭୀର ଅବପାତ ବାତ୍ୟାରେ ପରିଣତ ; ୨ ରୁ ୪ ମିଟର ଜୁଆର ଉଠିବା ସହ ୨୫ ତାରିଖ ମଧ୍ୟରାତ୍ରରେ ପବନର ବେଗ ବଢିବ

– ରାଜ୍ୟରେ ବୃଦ୍ଧି ପାଉଛି କରୋନା ମୃତ୍ୟୁ ; ଦିନକରେ ଆଉ ୩୨ ଆକ୍ରାନ୍ତ ମୃତ

– ରାଜ୍ୟରେ ଗୋଟିଏ ଦିନରେ ୧୧୦୫୯ ନୂଆ ସଂକ୍ରମିତ; କଟକରୁ ସର୍ବାଧିକ ୧୧୩୩ ଚିହ୍ନଟ

– ବିପିୟୁଟି ସେମିଷ୍ଟର ପରୀକ୍ଷା ସ୍ଥଗିତ

– ସମଲେଶ୍ବରୀ ମନ୍ଦିର ଦୀପ ଘରରେ ଲାଗିଲା ନିଆଁ

– ଗମ୍ଭୀରଙ୍କ ଦ୍ବାରା କରୋନା ଔଷଧ ଫାବିଫ୍ଲୁ ବଣ୍ଟନର ତଦନ୍ତ ନିର୍ଦେଶ​‌ ଦେଲେ ଦିଲ୍ଲୀ ହାଇକୋର୍ଟ

-ବାତ୍ୟା ‘ୟାସ’ ପ୍ରସ୍ତୁତି ନେଇ ୩ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମୀକ୍ଷା ବୈଠକ
– ରାଜସ୍ଥାନରେ କରୋନାର ୩ୟ ତରଙ୍ଗ ! ୨ ଜିଲାରେ ୬ ଶିଶୁ ସଂକ୍ରମିତ

– କରୋନା ସାମ୍ନାକୁ ଆସିବା ପୂର୍ବରୁ ସଂକ୍ରମିତ ହୋଇଥିଲେ ଉହାନ ପରୀକ୍ଷାଗାରର ୩ କର୍ମଚାରୀ

– ଚୀନରେ ପ୍ରତିକୂଳ ପାଗ ଯୋଗୁ ୨୧ ଧାବକ ମୃତ

– ଜଳବାୟୁ ପରିବର୍ତ୍ତନ ରୋକିବା ପ୍ରୟାସ: ପୋପଙ୍କ ପାଇଁ ନୂଆ ବିଦ୍ୟୁତଚାଳିତ ଗାଡି

– ଦିନକରେ ନୂଆ କରୋନା ସଂକ୍ରମିତ ୨.୨୨ ଲକ୍ଷ; ମୃତ ୪,୪୫୪

– ନ୍ୟୁୟର୍କରେ ପହଞ୍ଚିଲେ ଜୟଶଙ୍କର, ଟିକା ଆମଦାନୀ ନେଇ କରିବେ ଆଲୋଚନା

– ଆତଙ୍କ ଖେଳାଇବାକୁ ହତ୍ୟାର ଭିଡିଓ କରିଥିଲେ ସୁଶିଲ କୁମାର- ପୁଲିସ

– ଏଲୋପାଥିକୁ ନେଇ ଦେଇଥିବା ମନ୍ତବ୍ୟ ପ୍ରତ୍ୟାହାର କଲେ ରାମଦେବ

– ଭାରତ-ପ୍ରଶାନ୍ତ ମହାସାଗର ଅଭିମୁଖେ ବ୍ରିଟେନର ବିମାନବାହୀ ଯୁଦ୍ଧଜାହାଜ ; ଚୀନ ଉପରେ ରଖିବ କଡା ନଜର

– ଭାରତରେ କୋଭିଡ ମୃତ୍ୟୁ ୩ ଲକ୍ଷ ଟପିଲା; ଆମେରିକା, ବ୍ରାଜିଲ ପରେ ତୃତୀୟ ସ୍ଥାନରେ

– ଏନପିଏସ୍‍ ସମସ୍ତଙ୍କ ପାଇଁ ସର୍ବୋତ୍ତମ ଅବସରକାଳୀନ ନିବେଶ ହୋଇନପାରେ

– ଜୁନ ମାସରୁ ପିଲାଙ୍କ ଉପରେ କୋଭାକ୍ସିନ ଟିକା ପରୀକ୍ଷା

– ପ୍ଲାଷ୍ଟିକ ବୋତଲ ସାହାଯ୍ୟରେ ସମୁଦ୍ର ପହଁରି ସ୍ପେନ ପହଞ୍ଚିଲା ମରକ୍କୋ ବାଳକ

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories