www.samajalive.in
Tuesday, December 9, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପୁରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା.. ଓଁକାରେଶ୍ବର ମନ୍ଦିର ନିକଟରେ ବସ ଧକ୍କାରେ ୩ ମୃତ..

ବାହାନଗା ରେଳ ଦୁର୍ଘଟଣା ନେଇ ଥାନାରେ ଏତଲା.. ବାଲେଶ୍ବର ଜିଆରପି ଥାନାରେ ଏତଲା ପରେ ମାମଲା ରୁଜୁ.. ବାଲେଶ୍ବର ଜିଆରପି ଥାନାରେ ଏସଆଇ ପପୁ ନାୟକଙ୍କ ପକ୍ଷରୁ ଏତଲା.. ରେଲୱେର ଦାୟିତ୍ବହୀନତା ପାଇଁ ଦୁର୍ଘଟଣା ଘଟିଥିବା ଏତଲାରେ ଉଲ୍ଲେଖ..

- Advertisement -

କଂଗ୍ରେସ ନେତାଙ୍କ ହତ୍ୟା ମାମଲାରେ ମୁଖତାର ଅଂସାରୀଙ୍କୁ ଆଜୀବନ କାରାଦଣ୍ଡ..

ମନୀଷ ସିସୋଦିଆଙ୍କୁ ବଡ଼ ଝଟ୍‌କା.. ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ..

ମହାଭାରତ ଧାରାବାହିକରେ ଶକୁନୀ ମାମୁଁ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିବା ଅଭିନେତା ଗୁଫୀ ପେଣ୍ଟଲ୍‌ଙ୍କ ପରଲୋକ..

ଛତିଶଗଡରେ ବିଜାପୁରରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ୩ ଯବାନ ଆହତ..

କଟକ ଜିଲ୍ଲା ମାହାଙ୍ଗା ଥାନା ଲଳିତଗିରି ପଞ୍ଚାୟତ ଜେରକନ୍ଦ ଗ୍ରାମରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା ..

ବାହାନଗା ଟ୍ରେନ୍‌‌ ଦୁର୍ଘଟଣା .. ଆଜି ୨ଟି ଟ୍ରେନ ବାତିଲ.. ପୁରୀ-ପାଟନା ବୈଦ୍ୟନାଥଧାମ୍‌‌ ଏକ୍ସପ୍ରେସ ଟ୍ରେନ୍‌‌ ବାତିଲ.. ଖୋର୍ଦ୍ଧା-ଖଡଗପୁର ଏକ୍ସପ୍ରେସ ଟ୍ରେନ୍‌‌ ମଧ୍ୟ ବାତିଲ..

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories