www.samajalive.in
Monday, December 8, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

-ଭୁବନେଶ୍ବର ଝାରପଡ଼ାର ଏକ ପାର୍ଟସ ଦୋକାନରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି, ସର୍ଟସର୍କିଟରୁ ପାର୍ଟସ ଦୋକାନରେ ନିଆଁ ଲାଗିଥିବା ସନ୍ଦେହ

-ଛତିଶଗଡ଼ ବିଳାସପୁର ନିକଟରେ ଅଳ୍ପକେ ଟଳିଳା ରେଳ ଦୁର୍ଘଟଣା, ଜୟରାମନଗର ଓ କୋଟମିସୋନାର ମଝିରେ ଘଟିଥାନ୍ତା ଅଘଟଣ, ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ ଆସୁଥିଲେ, ଉଭୟଙ୍କୁ ଦେଖି ରହିଗଲେ, ଗୋଟିଏ ଟ୍ରାକରେ ଆସୁଥିଲେ ମାଲବାହି ଓ ମେମୁ ଟ୍ରେନ

- Advertisement -

-ରଥଯାତ୍ରାବେଳେ ଭିଡିଓ ଓ ଫଟୋ ଉଠାଇବା ସମ୍ଭାବନା ଦୃଷ୍ଟିରୁ କଟକଣା ଜାରି, ଜଗନ୍ନାଥ ମନ୍ଦିର ରେଡ ଜୋନରେ ଯାଉଥିବାରୁ ଡ୍ରୋନ ଉଡ଼ାଣ ମନା, ୩ ରଥ ପାଖରେ ଓ ଗୁଣ୍ଡିଚା ମନ୍ଦିର ପାଖରେ ମଧ୍ୟ ଡ୍ରୋନ ଉଡ଼ାଣ ମନା

-ଡବ୍ଲ୍ୟୁଟିସି ଫାଇନାଲରେ ହାରିଲା ଭାରତ, ଅଷ୍ଟ୍ରେଲିଆଠାରୁ ୨୦୯ରେ ହାରିଲା ଭାରତ, ଦ୍ବିତୀୟ ଇନିଂସରେ ଭାରତର ସ୍କୋର ୨୩୪ରେ ସୀମିତ

-ବଣାଇ: ଲହୁଣୀପଡ଼ା ଥାନାର ଠିଆବେର୍ଣ୍ଣା ଛକରେ ଟ୍ରକ-ବାଇକ ମୁହାଁମୁହିଁ ଧକ୍କା; ବାଇକ ଆରୋହୀ ଜଣେ ମୃତ, ଜଣେ ଗୁରୁତର

-ସିଝୁଛି ସାରା ଓଡ଼ିଶା; ଦିନ ୨ ଟା ୩୦ ସୁଦ୍ଧା ଝାରସୁଗୁଡ଼ା ଓ ସମ୍ବଲପୁର ସର୍ବାଧିକ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ଼, ହୀରାକୁଦ ୪୨.୪, ଭୁବନେଶ୍ବର ୪୧.୮

-ମାତ୍ର ୬ ମାସ ତଳେ ବିପୁଳ ଅର୍ଥ ବ୍ୟୟରେ ରାଉରକେଲା ବିମାନ ବନ୍ଦର ଛକରେ ତିଆରି ହୋଇଥିବା ହକି ସ୍ମାରକୀ ଆଜି ଭାଙ୍ଗି ଯାଇଛି..

-ବାହାନଗା ଟ୍ରେନ ଦୁର୍ଘଟଣାକୁ ପୁରିଲା ୧୦ ଦିନ, ଦିବଙ୍ଗତଙ୍କ ଆତ୍ମାର ଶାନ୍ତି ପାଇଁ ହେଉଛି ସର୍ବଧର୍ମ ପ୍ରାର୍ଥନା ସଭା ଓ ସମୂହ ଶ୍ରଦ୍ଧାଞ୍ଜଳି

-ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ସମ୍ଭାବନା

-ମୌସୁମୀ ପ୍ରବେଶ ବିଳମ୍ବ, ଆସନ୍ତା ୧୫ ତାରିଖ ପରେ ଓଡ଼ିଶାକୁ ମୌସୁମୀ ଛୁଇଁବା ସମ୍ଭାବନା

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories