www.samajalive.in
Wednesday, December 10, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ନ୍ୟୁୟର୍କସ୍ଥିତ ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ଜାତିସଂଘ ଯୋଗ ଶିବିରରେ ଯୋଗଦେଲେ ମୋଦୀ..

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ହତ୍ୟା ଧମକ..

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟୁୟର୍କରେ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ଗାୟକ, ସ୍ୱର ସଂଯୋଜକ ତଥା ଗ୍ରାମୀ ପୁରସ୍କାର ବିଜେତା ଫାଲଗୁନି ଶାହାକୁ ସାକ୍ଷାତ କରିଛନ୍ତି.. ନୋବେଲ ପୁରସ୍କାର ବିଜେତା ପ୍ରଫେସର ପଲ୍‌ ରୋମରଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି ମୋଦୀ..

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଗୁରୁବାରଠାରୁ ଓଡ଼ିଶା ଗସ୍ତରେ ଆସୁଛନ୍ତି.. ସେ ଆସନ୍ତାକାଲି​​‌ ଅପରାହ୍ନରେ ଝାରସୁଗୁଡ଼ାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି..

ଆଉ ୨ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ.. କମିବ ତାପମାତ୍ରା, ୨୩ରୁ ପ୍ରବଳ ବର୍ଷା..

ମଣିପୁରରେ ପୁଣି ହିଂସା.. ଜୁଲାଇ ପହିଲା ପର୍ଯ୍ୟନ୍ତ ବଢ଼ିଲା ବିଦ୍ୟାଳୟ ଛୁଟି..

ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଆଜି ରାଜ୍ୟ କ୍ୟାବିନେଟ୍‌‌ର ଗୁରୁତ୍ୱପୂର୍ଣ୍ଣ ବୈଠକ.. ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ହେବ ବୈଠକ.. ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ମଞ୍ଜୁରୀ ସମ୍ଭାବନା..

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories