www.samajalive.in
Monday, December 8, 2025
20.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ.. ପନିପରିବା ଦର ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସର ବିକ୍ଷୋଭ.. ପରିବା ଫିଙ୍ଗି ପ୍ରତିବାଦ..

ବଦଳିଲା ସହକାରୀ ପ୍ରାଧ୍ୟାପକ ନିଯୁକ୍ତି ନିୟମ.. ଏଣିକି ବାଧ୍ୟତାମୂଳକ ନୁହେଁ ପିଏଚଡ଼ି ଡିଗ୍ରୀ.. ସହକାରୀ ପ୍ରାଧ୍ୟାପକ ନିଯୁକ୍ତି ପାଇଁ ଆବଶ୍ୟକ ହେବ ନେଟ, ସେଟ ଓ ସ୍ଲେଟ୍ ଯୋଗ୍ୟତା..

- Advertisement -

ବ୍ୟକ୍ତିଗତ ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ୍‌ ଅନୁମୋଦନ..

ହାଇକୋର୍ଟଙ୍କ ରତ୍ନଭଣ୍ଡାର ନୋଟିସ୍‌ .. ଅଗଷ୍ଟ ୭ରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ.. ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନ ଆକାରରେ ନୋଟିସ୍‌ କରାଯାଇଥିବା ସୂଚନା..

ଚନ୍ଦନେଶ୍ବର ବ୍ୟାଙ୍କରୁ ଲୁଟ୍‌ ଘଟଣା ..  ୬ ଗିରଫ.. ଅଭିଯୁକ୍ତଙ୍କ ନିକଟରୁ ୬ ଲକ୍ଷ ନଗଦ ଟଙ୍କା.. ୩୦୦ ଗ୍ରାମ୍ ସୁନା ଅଳଙ୍କାର.. ୧୦ଟି ମୋବାଇଲ ଓ ୩ଟି ପିସ୍ତଲ ଜବତ..

ମୌସୁମୀ ପ୍ରଭାବରେ ଉପକୂଳ ଓଡିଶାରେ ଆଗାମୀ ୫ ଦିନ ବର୍ଷା ସମ୍ଭାବନା- ପାଣିପାଗ ବିଭାଗ.. କିଛି ଜିଲାରେ ସାମାନ୍ୟରୁ ଅତି ସାମାନ୍ୟ ବର୍ଷା ସମ୍ଭାବନା ..

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ ଗଜପତି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ‘ୱେଲୋ ୱାର୍ଣ୍ଣିଙ୍ଗ୍‌’ ଜାରି..

ବୁର୍ଲା ଭୀମସାରରେ ଦୁଇ ଛାତ୍ର ଗୋଷ୍ଠୀ ଗଣ୍ଡଗୋଳ ଘଟଣା.. ଥାନାରେ ମାମଲା ରୁଜୁ କଲା ପୁଲିସ.. ଭୀମସାର ଡିନ୍‌‌ଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ..

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ୱ ନିରୀକ୍ଷକ ସୀମାଞ୍ଚଳ ସାହୁ..

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories