www.samajalive.in
Monday, December 8, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପ୍ରକାଶ ପାଇଲା ଓଜେଏସ ପରୀକ୍ଷାଫଳ.. ୫୦ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ନେଇ ଓପିଏସସିର ସୂଚନା.. ଆଦ୍ୟାଶା ମିଶ୍ର ଟପ୍ପର ଓ ଚେତନା ପଟ୍ଟନାୟକ ଦ୍ବିତୀୟ.. ଏ.ଗୀତାଞ୍ଜଳୀ ନାଇଡୁ ତୃତୀୟ.. ପୁଅଙ୍କୁ ପଛରେ ପକାଇ ଟପ୍-୩ରେ ରହିଲେ ଝିଅ..

ହିନ୍ଦୀ ଧାରାବାହିକ ଜଗତର ଲୋକପ୍ରିୟ ଅଭିନେତା ସିଦ୍ଧାନ୍ତ ବୀର ସୂର୍ଯ୍ୟବଂଶୀଙ୍କ ପରଲୋକ.. ୪୬ ବର୍ଷୀୟ ସିଦ୍ଧାନ୍ତଙ୍କର ୱାର୍କଆଉଟ୍‌ କରୁଥିବା ସମୟରେ ହୃଦଘାତରେ ମୃତ୍ୟୁ ଘଟିଥିବା ସୂଚନା..

- Advertisement -

କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଲଳିତଗିରି ଅଙ୍ଗନବାଡି ୨ କେନ୍ଦ୍ରରେ ଫାଟିଲା ଗ୍ୟାସ୍‌ ଟାଙ୍କି.. ଅଳ୍ପକେ ବର୍ତ୍ତିଲେ ସମସ୍ତ କୁନିକୁନି ପିଲା, ଅଙ୍ଗନୱାଡି ଦିଦି ଓ ସହାୟିକା..

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଖଣ୍ଡଗିରିର ତପୋବନ ସ୍କୁଲ, ୟୁନିଟ-୨ ଗାର୍ଲସ ହାଇସ୍କୁଲ ପରିଦର୍ଶନ କରିଛନ୍ତି.. ଓଡିଶା ଗସ୍ତର ଦ୍ଵିତୀୟ ଦିନରେ ରାଷ୍ଟ୍ରପତି ଆଜି ଜୟଦେବ ଭବନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି..

ଝାରସୁଗୁଡାରୁ ସମ୍ବଲପୁର ଆସୁଥିବା ବେଳେ ଠେଲକୋଲି ଥାନା ଖିଣ୍ଡା ଛକ ନିକଟରେ ଯାତ୍ରୀବାହୀ ବସକୁ ପଛରୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ, ଜଣେ ମୃତ ଓ ୧୦ରୁ ଅଧିକ ଆହତ, ଆହତମାନଙ୍କୁ ଝାରସୁଗୁଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା..

ଜାମ୍ମୁ କାଶ୍ମୀର ସୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଜୈସ-ଏ-ମହମ୍ମଦ ଆତଙ୍କବାଦୀ ନିହତ, ପୁଲିସ ଓ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି..

ନଭେମ୍ବର ୧୫ ରୁ ୧୬ ପର୍ଯ୍ୟନ୍ତ ଇଣ୍ଡୋନେସିଆରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

+୨ରେ ରାଜ୍ୟରେ ୧ ଲକ୍ଷରୁ ସିଟ୍ ବଳକା, ଆଜିଠୁ ତୃତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା..

ରାଜ୍ୟରେ +୩ରେ ୬୭ ହଜାର ୧୬୪ଟି ସିଟ୍ ବଳକା, ୧୪ରୁ ତୃତୀୟ ପର୍ଯ୍ୟାୟ ନାମଲେଖା..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories