www.samajalive.in
Tuesday, December 9, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଜଧାନୀର ବ୍ୟସ୍ତ ବହୁଳ ସ୍ଥାନ ସହିଦ ନଗର ଅଞ୍ଚଳରେ ଦୁର୍ବୃତ୍ତଙ୍କ ଆତଙ୍କରାଜ.. ଦିନ ଦ୍ୱିପହରରେ ସ୍କୁଲ୍‌ ବସ୍‌କୁ ରୋକି ଭଙ୍ଗାରୁଜା କରିବା ସହ ଛାତ୍ରଛାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ.. ସହିଦ ନଗର ଖଣ୍ଡୁଆଳୀ ମନ୍ଦିର ନିକଟରେ ଥିବା ପାର୍କରେ କିଛି ଦୁର୍ବୃତ୍ତ ଦିନ ସମୟରେ ମଦ ପିଉଥିବା ସ୍ଥାନୀୟ ବାସିନ୍ଦାଙ୍କ ଅଭିଯୋଗ..

ମନ୍ତ୍ରୀ ନବ ଦାସ‌ ହତ୍ୟା ମାମଲା.. ବିଚାର ବିଭାଗୀୟ ହାଜତକୁ ଗଲା ଗୋପାଳ..

- Advertisement -

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କେନ୍ଦୁଝର ଗସ୍ତରେ ଯାଇ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି.. ଏଥିସହ ଜିଲାବାସୀଙ୍କୁ ମୋଟ୍‌ ୪୭୦୩.୨୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି..

ବେଙ୍ଗାଲୁରୁରେ ଏରୋ ଇଣ୍ଡିଆ ସୋ-୨୦୨୩ର ଉଦ୍‌‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ବିନାଶକାରୀ ଭୂକମ୍ପରେ ତୁର୍କୀ-ସିରିଆରେ ହାହାକାର ପରିସ୍ଥିତି ଲାଗି ରହିଥିବା ବେଳେ ତୁର୍କୀର ଦକ୍ଷିଣ-ପୂର୍ବ ଅଞ୍ଚଳ କହରାମନମରାମରେ ରବିବାର ପୁଣି ଭୂକମ୍ପ ଝଟକା ଅନୁଭବ ହୋଇଛି.. ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୪.୭ ରେକର୍ଡ କରାଯାଇଛି..

ତୁର୍କୀ ଓ ସିରିଆରେ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୩୪ ହଜାର ଟପିଲା, ମୃତ୍ୟୁ ସଂଖ୍ୟା ୫୦ ହଜାର ଟପିବା ନେଇ ଜାତିସଂଘ ରିଲିଫ ସଂସ୍ଥାର ଆକଳନ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories