www.samajalive.in
Saturday, December 6, 2025
19.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଆଫ୍ରିକୀୟ ଦେଶ ଇକ୍ୱେଟୋରିଆଲ୍ ଗିନିରେ ମାରବର୍ଗ ଭୂତାଣୁ ଆତଙ୍କ ସୃଷ୍ଟି କରିଛି.. ବର୍ତ୍ତମାନ ସୁଦ୍ଧା ଏହି ଭୂତାଣୁ ସଂକ୍ରମଣରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ସଂଖ୍ୟକ ଲୋକ ଅସୁସ୍ଥ ଅଛନ୍ତି..

ମ୍ୟାଲେରିଆ ନିରାକରଣରେ ଓଡ଼ିଶା ମଡେଲକୁ ଏକ ବିଶ୍ୱସ୍ତରୀୟ ମଡେଲ ଭାବେ ସ୍ୱୀକୃତି ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ.. ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବରିଷ୍ଠ ଅଧିକାରୀ ସମ୍ମିଳନୀରେ ସୂଚନା..

- Advertisement -

କଟକ ପାରାଦୀପ ରାସ୍ତା କନ୍ଦରପୁର ଟୋଲ ଗେଟ୍ ନିକଟରେ ଦୁର୍ଘଟଣା ପରେ ବାଇକ୍‌ରେ ନିଆଁ ଲାଗି ଯିବାରୁ ଦୁଇଜଣ ଯୁବକ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା..

ମଙ୍ଗଳବାର କୋଟଗଡ଼ ଥାନା ପଣ୍ଡାଇର୍ପି ମୁଣ୍ଡାସାହି ନିକଟରେ ବସ ଦୁର୍ଘଟଣା ହୋଇଛି.. ଚକା ଫାଟିବାରୁ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି.. ଏହି ବସ ଦୁର୍ଘଟଣାରେ  ୪୦ଜଣ ଆହତ ହୋଇଥିବା ସୂଚନା..

ବିବିସିର କାର୍ଯ୍ୟାଳୟରେ ଆୟକର ବିଭାଗର ଚଢାଉ.. ବିବିସିର ଦିଲ୍ଲୀ ଓ ମୁମ୍ବାଇ କାର୍ଯ୍ୟାଳୟରେ ଆୟକର ବିଭାଗ ମଙ୍ଗଳବାର ଚଢାଉ କରିଥିବା ନେଇ ଖବର ମିଳିଛି..

ଆଇଏଏସ ସମ୍ମିଳନୀ ଉଦ୍‌ଘାଟିତ.. ଲୋକଙ୍କ ପାଖରେ ପହଞ୍ଚି ସମସ୍ୟାର ସମାଧାନ କରିବାକୁ ଜିଲାପାଳମାନଙ୍କୁ ନିର୍ଦେଶ ଦେଲେ ନବୀନ..

ମନ୍ତ୍ରୀ ନବ ଦାସ ହତ୍ୟା ମାମଲା.. ଚୌଦ୍ୱାର ଜେଲ୍‌‌କୁ ଗଲା ଅଭିଯୁକ୍ତ ଗୋପାଳ..

ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ ବିଜେପିର ବିକ୍ଷୋଭ.. ବିଭିନ୍ନ ଘଟଣାକୁ ନେଇ ତଥା ଆଇନ ଶୃଙ୍ଖଳାକୁ ନେଇ ବିଜେପି ନେତା, କର୍ମୀଙ୍କ ନାରାବାଜି..

ରାଜଧାନୀ ଭୁବନେଶ୍ୱରରେ ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ.. କେନ୍ଦ୍ର ସରକାରଙ୍କ ବିଭିନ୍ନ ନୀତିକୁ ନେଇ ଧାରଣା..

ନାସିକ-ପୁଣେ ହାଇୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା.. କାର ଧକ୍କାରେ ୫ ମହିଳା ମୃତ.. ୩ ଗୁରୁତର..

 

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories