www.samajalive.in
Monday, December 8, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

କଟକ ବାଦାମବାଡ଼ି ଥାନା ପୁଲିସ ଦ୍ବାରା ଜଣେ ଭଣ୍ଡ ବାବା ଗିରଫ.. ଯାଜପୁର ଧର୍ମଶାଳାର ଭଣ୍ଡବାବା ସିଦ୍ଧେଶ୍ବର ସାମନ୍ତରାୟ ଗିରଫ.. ଝାଞ୍ଜିରିମଙ୍ଗଳା ଅଞ୍ଚଳର ନିଃସନ୍ତାନ ଦମ୍ପତିଙ୍କୁ ସନ୍ତାନପ୍ରାପ୍ତି କରାଇଦେବାକୁ କହି ୩ ଲକ୍ଷ ଟଙ୍କା ଠକିଥିଲେ..

ଆଦିବସୀ ମେଳା-୨୦୨୩ ଉଦ୍‌ଘାଟିତ.. ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.. ଆଦିବାସୀ ପ୍ରଦର୍ଶନୀ ପଡିଆ, ୟୁନିଟ-୧ରେ ମାର୍ଚ୍ଚ ପହିଲା ପର୍ଯ୍ୟନ୍ତ ଚାଲିବ ମେଳା..

- Advertisement -

ଛତିଶଗଡ଼ର ରାଜନନ୍ଦଗାଓଁରେ ନକ୍ସଲ ଆକ୍ରମଣରେ ୨ ଜଣ ଯବାନ ଶହୀଦ ହୋଇଛନ୍ତି.. ଘଟଣା ଘଟିଛି ରାଜନନ୍ଦଗାଓଁ ଜିଲାର ବୋରତଲାଓ ଥାନା ଅଞ୍ଚଳରେ.. ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ କହିଲେ, ଯବାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ..

ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ..

ସ୍ତ୍ରୀକୁ ଏସିଡ଼୍‌ ମାଡ କଲା ସ୍ବାମୀ .. ସ୍ତ୍ରୀ ସହ ଦେଢଶାଶୂ ଓ ଅନ୍ୟ ୨ ଜଣଙ୍କୁ ଏସିଡ଼୍‌ ମାଡ଼.. ଅଭିଯୁକ୍ତ ସ୍ବାମୀ ଫେରାର, ବାଲେଶ୍ବର ଜିଲା ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ଘଟଣା..

ସିବିଏସ୍‌ଇ ଦଶମ ପରୀକ୍ଷା ଆରମ୍ଭ.. ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା.. ଚଳିତ ବର୍ଷ ୨୪ ହଜାର ୪୯୧ ବିଦ୍ୟାଳୟର ମୋଟ ୨୧ଲକ୍ଷ ୮୬ହଜାର ୯୪୦ ପରୀକ୍ଷାର୍ଥୀ, ୭୨୪୦ ପରୀକ୍ଷା କେନ୍ଦ୍ରରେ ହେବ ପରୀକ୍ଷା..

ଆସନ୍ତାକାଲିଠାରୁ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ.. ଆଜି ସର୍ବଦଳୀୟ ବୈଠକ,୨୪ରେ ଆଗତ ହେବ ରାଜ୍ୟ ବଜେଟ..ବଜେଟ୍‌‌ ଅଧିବେଶନ ପାଇଁ ବିଧାନସଭାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା.. ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି ସୁନୀଲ୍‌‌ ବଂଶଲ..

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories