www.samajalive.in
Sunday, December 7, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବରିଷ୍ଠ କଂଗ୍ରେସ ନେତା ପୱନ ଖେଡ଼ାଙ୍କୁ ମଧ୍ୟବର୍ତ୍ତିକାଳୀନ ଜାମିନ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ..

୨୦ ଲକ୍ଷରୁ ଅଧିକ ପୁରୁଣା ଗାଡ଼ି ରାସ୍ତାରୁ ହଟିବ.. ରାଜ୍ୟରେ ୨୦ଲକ୍ଷ ୩୯ହଜାର ୫୦୦ଗାଡ଼ି ସ୍କ୍ରାପ ହେବ.. ୧୫ବର୍ଷରୁ ଉର୍ଦ୍ଧ୍ବ ଏବଂ ଫିଟନେସ ନ ଥିବା ଗାଡ଼ିକୁ ସ୍କ୍ରାପିଂ କରାଯିବ.. ଏଥିମଧ୍ୟରୁ ସର୍ବାଧିକ ୧୨ ଲକ୍ଷ ୯୯ ହଜାର ୩୫୧ଟି ମଟର ସାଇକେଲ ଓ ସ୍କୁଟର ରହିଛି..

- Advertisement -

ମାର୍ଚ୍ଚ ୯ରେ ହେବନି ଶ୍ରୀଲଙ୍କା ନିର୍ବାଚନ.. ଶ୍ରୀଲଙ୍କାରେ ସାଧାରଣ ନିର୍ବାଚନ ହେବା ନେଇ ତାରିଖ ସ୍ଥିର ହୋଇନଥିବା ରାଷ୍ଟ୍ରପତି ରାନିଲ ବିକ୍ରମାସିଂହେ କହିଛନ୍ତି.. ସେଠାକାର ସଂସଦକୁ ସମ୍ବୋଧିତ କରି ଆସନ୍ତା ମାର୍ଚ୍ଚ ୯ରେ ସାଧାରଣ ନିର୍ବାଚନ ସମ୍ବାଦକୁ ଖଣ୍ଡନ କରିଛନ୍ତି..

ବାଲେଶ୍ବର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ.. ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ଘରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍.. ବାଲେଶ୍ବର ସ୍ଥିତ କାର୍ୟ୍ୟାଳୟ ଓ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିବା ସୂଚନା..

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ଉତ୍କଳମଣିଙ୍କ ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି.. ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ ଶିବ ମନ୍ଦିର, ପୋଖରୀ, ମ୍ୟୁଜିୟମ ଓ ପୈତୃକ ବାସଗୃହର ଉଦ୍‌ଘାଟନ କରିଛନ୍ତି..

ଜଙ୍ଗଲରୁ ୨ ଗଳିତ ମୃତଦେହ ଉଦ୍ଧାର.. ବଣିଆବନ୍ଧ ଜଙ୍ଗଲରୁ ମିଳିଲା ଯୁବକ-ଯୁବତୀଙ୍କ ମୃତଦେହ..

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories