www.samajalive.in
Monday, December 15, 2025
24.1 C
Bhubaneswar

ଚକୋଲେଟ ଭାବି ଖାଇଦେ​ଲେ ମୂଷାମରା ଔଷଧ, ୬ ଶିଶୁ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ଚକୋଲେଟ ଭାବି ମୂଷାମରା ଔଷଧ ଖାଇଦେଲେ ୬ ଶିଶୁ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଢେଙ୍କାନାଳ ଜିଲା ବେଲଟିକିରି ପଞ୍ଚାୟତ ଅନ୍ତର୍ଗତ ଜଙ୍ଖିରା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଏହି ଅଘଟଣ ଘଟିଛି। ମିଳିଥିବା ସୂଚନା ଅନୁସାରେ, ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମଚାରୀ ମୂଷା ମାରିବା ଲାଗି ଔଷଧ ରଖିଥିଲେ। ପିଲାମାନେ ତାହାକୁ ଚକୋଲେଟ ଭାବି ଖାଇଦେଇଥିଲେ। କିଛି ସମୟ ପରେ ସେମାନେ ଅସୁସ୍ଥ ହୋଇପଡ଼ିଥିଲେ। ସେମାନେ ମୂଷା ମରା ଔଷଧ ଖାଇଥିବା ଜଣାପଡ଼ିବା ପରେ ଚିକିତ୍ସା ପାଇଁ ଡାକ୍ତରଖାନାକୁ ନିଆଯାଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories