www.samajalive.in
Monday, December 15, 2025
26.1 C
Bhubaneswar

ବିହାର: ଅପରା​‌ହ୍ନ ୩ଟା ସୁଦ୍ଧା ୬୦%ରୁ ଅଧିକ ମତଦାନ

ସମାଜଲାଇଭ ଡେସ୍କ: ବିହାର ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନରେ ଅପରାହ୍ନ ୩ଟା ସୁଦ୍ଧା ମତଦାନ ହାର ୬୦.୪% ଅତିକ୍ରମ କରିଛି। ଚଳିତ ନିର୍ବାଚନରେ ପୂର୍ବ ନିର୍ବାଚନଗୁଡ଼ିକର ରେକର୍ଡ ଭାଙ୍ଗିବ ବୋଲି କୁହାଯାଉଛି। କାରଣ ପୂର୍ବ ନିର୍ବାଚନଗୁଡ଼ିକ ମଧ୍ୟରୁ ୧୯୯୮ରେ ସର୍ବାଧିକ ୬୪.୬% ମତଦାନ ହୋଇଥିଲା। ୨୦୦୦ ମସିହାରେ ୬୨.୫୭% ମତଦାନ ହୋଇଥିଲା। ଏଥର ପ୍ରଥମ ପର୍ଯ୍ୟାୟରେ ୬୫%ରୁ ଅଧିକ ମତଦାନ ହୋଇଥିବାବେଳେ ୨ୟ ପର୍ଯ୍ୟାୟରେ ଅପରାହ୍ନ ୩ଟା ମଧ୍ୟରେ ୬୦% ଅତିକ୍ରମ କରିଛି। ତେଣୁ ଚଳିତ ନିର୍ବାଚନରେ ମତଦାନ ହାର ସବୁ ରେକର୍ଡ ଭାଙ୍ଗିବ ବୋଲି ଅନୁମାନ କରାଯାଉଛି।

ଚୂଡ଼ାନ୍ତ ପର୍ଯ୍ୟାୟରେ ୩ କୋଟି ୭୦ ଲକ୍ଷରୁ ଅଧିକ ମତଦାତାଙ୍କ ନାମ ଭୋଟର ସୂଚୀରେ ରହିଛି। ଏହି ପର୍ଯ୍ୟାୟରେ ୧୨୨ ଆସନରେ ୧୩୦୨ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories