www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ୬୨୫ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ସୋମବାର ଦିନ ରାଜ୍ୟରେ ୬୨୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷ ବୟସରୁ କମ୍‍ ୮୦ ଜଣ ରହିଛନ୍ତି। ତାହାସହିତ ସଂଗରୋଧରୁ ୩୬୬ ଓ ସ୍ଥାନୀୟ ସଂକ୍ରମିତ ୨୫୯ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରୁ ୧୮, ବାଲେଶ୍ୱର ୫୦, ବରଗଡ ୬, ଭଦ୍ରକ ୮ ଏବଂ କଟକ ଜିଲାରେ ୫୬ ଚିହ୍ନଟ ହୋଇଛନ୍ତି। ଦେବଗଡରେ ୯, ଢେଙ୍କାନାଳ ୬, ଗଜପତି ୨, ଗଞ୍ଜାମ ୬, ଜଗତସିଂହପୁର ୩୮, ଯାଜପୁର ୩୪ ଓ ଝାରସୁଗୁଡା ଜିଲାରେ ୩ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡିରେ ୩, କନ୍ଧମାଳ ୨, କେନ୍ଦ୍ରାପଡା ୯, କେନ୍ଦୁଝର ୧୮ ଓ ଖୋର୍ଦ୍ଧାରେ ୨୧୪ ଜଣ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ କୋରାପୁଟରେ ୧୧, ମାଲକାନଗିରି ୧, ମୟୁରଭଞ୍ଜ ୭, ନୟାଗଡ ୧୦, ନୂଆପଡା ୧, ପୁରୀ ୨୯, ରାୟଗଡା ୧୨, ସମ୍ବଲପୁର ୧୮, ସୁନ୍ଦରଗଡ ୬ ଓ ଷ୍ଟେଟପୁଲରୁ ୪୮ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୧୦୩୨ ସୁସ୍ଥ ହୋଇଛନ୍ତି ଏବଂ ସଂପ୍ରତି ୮୪୪୩ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories