www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩୮ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଦିନକ ମଧ୍ୟରେ ୬୩୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୬୭ ଏବଂ ସ୍ଥାନୀୟ ସଂକ୍ରମିତ ୨୭୧ ଜଣ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୧୧୦ ଜଣଙ୍କୁ ଚିହ୍ନଟ କରାଯାଇଛି। ଅନୁଗୁଳ ଜିଲାରେ ୧୬, ବାଲେଶ୍ୱର ୨୩, ବରଗଡ ୬, ଭଦ୍ରକ ୧୨, ବଉଦ ୧୨ ଓ କଟକ ଜିଲାରେ ୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦେବଗଡରେ ୧୧, ଢେଙ୍କାନାଳରେ ୧୦, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୧୯, ଯାଜପୁରରେ ୩୪ ଜଣଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଝାରସୁଗୁଡାରେ ୪, କଳାହାଣ୍ଡି ୧, କନ୍ଧମାଳ ୨, କେନ୍ଦ୍ରାପଡା ୨୧, କେନ୍ଦୁଝର ୨, ଖୋର୍ଦ୍ଧା ୨୬୦, ମାଲକାନଗିରି ୩, ମୟୁରଭଞ୍ଜ ୨୦, ନୟାଗଡ ୭, ନୂଆପଡା ୨, ପୁରୀ ୨୧, ରାୟଗଡା ୭, ସମ୍ବଲପୁର ୭, ସୁନ୍ଦରଗଡ ୧୯ ଓ ଷ୍ଟେଟପୁଲରୁ ୫୭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସଂପ୍ରତି ୭୨୫୫ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories