www.samajalive.in
Wednesday, December 10, 2025
26.1 C
Bhubaneswar

ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣଙ୍କର ଜୀବନ ନେଇଛି କରୋନା। ଖୋର୍ଦ୍ଧାରୁ ସର୍ବାଧିକ ୨୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି ସୁନ୍ଦରଗଡରୁ ୮, ବାଲେଶ୍ୱର ୬ ଓ କନ୍ଧମାଳରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ, ପୁରୀରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ରାଜ୍ୟର ଅନୁଗୁଳ, ଦେବଗଡ ଓ ଝାରସୁଗୁଡା ଜିଲାରେ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ବଲାଙ୍ଗିର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର ଓ ସମ୍ବଲପୁର ଜିଲାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧିପାଇଛି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories