www.samajalive.in
Wednesday, December 10, 2025
16.1 C
Bhubaneswar

ନୂଆପଡ଼ା: ଅପରାହ୍ନ ୩ଟା ସୁଦ୍ଧା ୬୫.୨% ମତଦାନ, ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ନିର୍ବାଚନମଣ୍ଡଳୀର ସମସ୍ତ ବୁଥରେ ୬୫.୫୬% ମତଦାନ ହୋଇଥିବା ସୂଚନା ମିଳିଛି। ସମସ୍ତ ବୁଥରେ ସୁରୁଖୁରୁରେ ମତଦାନ ଚାଲିଥିବା ଜଣାପଡ଼ିଛି।

ଅନ୍ୟପଟେ ୪୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବିତ କରାଯାଇଛି। ନିର୍ବାଚନ ପ୍ରକ୍ରିୟାରେ ଗୋପନୀୟତା ଉଲ୍ଲଂଘନ କରିବା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।

Hot this week

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

Related Articles

Popular Categories