www.samajalive.in
Monday, December 8, 2025
13.1 C
Bhubaneswar

ଜଗତପୁରରୁ ୫୬୦ କିଲୋ ଗଞ୍ଜେଇ ଜବତ

କଟକ: କଟକ ଉପକଣ୍ଠ ଜଗତପୁରରୁ ପୁଲିସ ମଙ୍ଗଳବାର ସକାଳେ ୫୬୦ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୫୦ ଲକ୍ଷ ଟଙ୍କା ହେବ। ଓଆର-୦୨-ଏପି-୫୬୪୧ ନମ୍ବର ବିଶିଷ୍ଟ ଟ୍ରକରୁ ଏହି ଗଞ୍ଜେଇ ଜବତ କରାଯାଇଥିଲା। ପୁଲିସ ପକ୍ଷରୁ ଯାଞ୍ଚ ସମୟରେ ଟ୍ରକରେ ଏହି ଗଞ୍ଜେଇ ଚାଲାଣ କରାଯାଉଥିବା ଜଣାପଡିଥିଲା। ଏସପି ଜୋନ-୧ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜଗତପୁର ଥାନା ଆଇଆଇସି ଏବଂ ଅନ୍ୟମାନେ ଏହି ଚଢଉରେ ସାମିଲ ହୋଇଥିଲେ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories