www.samajalive.in
Saturday, December 6, 2025
23.1 C
Bhubaneswar

ଦିନକରେ ରାଜ୍ୟରେ ଆଉ ୬୬ ଜଣଙ୍କର ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧ ଜଣ ରହିଛନ୍ତି। ଏଥିସହିତ ବରଗଡ ଓ ସୁନ୍ଦରଗଡ ଜିଲାରୁ ୧୦ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ସେହିଭଳି ବାଲେଶ୍ୱର ଜିଲାରୁ ୮ ଜଣଙ୍କର ମୃତ୍ୟୁ ଘଟିଛି।

 

- Advertisement -

ଗୋଟିଏ ଦିନରେ ସମ୍ବଲପୁର ଜିଲାରୁ ୭, ଭଦ୍ରକ ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ଜୀବନ ଯାଇଛି। ସେହିଭଳି ବଲାଙ୍ଗିର, କଟକ ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ଜଗତସିଂହପୁର, କଳାହାଣ୍ଡି ଓ ପୁରୀରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୮୬୧କୁ ବୃଦ୍ଧିପାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories